Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବକ୍ସିଂରେ ଭାରତକୁ ୨ ସ୍ଵର୍ଣ୍ଣ ପଦକ

Sanchar Live by Sanchar Live
August 1, 2026
in କ୍ରୀଡ଼ା
0
0
SHARES
13
VIEWS
Facebook
Twitter

ଗ୍ଲାସଗୋରେ ଚାଲିଥିବା ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବକ୍ସିଂରେ ଦମଦାର ପ୍ରଦର୍ଶନ ବଳରେ ଭାରତକୁ ଦୁଇଟି ସ୍ବର୍ଣ୍ଣ ପଦକ ମିଳିଛି । ପ୍ରୀତି ପାୱାର ମହିଳା ୫୪ କିଗ୍ରା ବର୍ଗ ଫାଇନାଲରେ କାନାଡାର ସ୍କାରଲେଟ୍ ଡେଲଗାଡୋଙ୍କୁ ୫-୦ ରେ ପରାସ୍ତ କରି ଭାରତ ପାଇଁ ବକ୍ସିଂରେ ପ୍ରଥମ ସ୍ୱର୍ଣ୍ଣ ହାସଲ କରିଛନ୍ତି ।

ପ୍ରଥମେ ଭାରତୀୟ ମହିଳା ବକ୍ସର ପ୍ରୀତି ପାୱାର ମହିଳା ୫୪ କିଗ୍ରା ବର୍ଗ ଫାଇନାଲରେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ଫାଇନାଲ ମୁକାବିଲାରେ ପ୍ରୀତି କାନାଡାର ସ୍କାରଲେଟ୍ ଡେଲଗାଡୋଙ୍କ ସହ ମୁହାଁମୁହିଁ ହୋଇଥିଲେ । ପ୍ରୀତି ୫-୦ ରେ ପ୍ରତିପକ୍ଷଙ୍କୁ ପରାସ୍ତ କରି ଏହି ବିଜୟ ହାସଲ କରିଛନ୍ତି । ଶେଷ ରାଉଣ୍ଡରେ ଭାରତ ପାଇଁ ବକ୍ସିଂରେ ସ୍ୱର୍ଣ୍ଣ ପଦକ ପକ୍କା କରିଥିଲେ ପ୍ରୀତି ।

Related posts

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

November 6, 2026
ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର

ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର

November 5, 2026

ସେହିପରି ଜାସମିନ୍ ଲାମ୍ବୋରିଆ ମହିଳା ୫୭ କିଗ୍ରା ଫାଇନାଲରେ ନର୍ଦନ ଆୟର୍ଲ୍ୟାଣ୍ଡର ଡିଫେଣ୍ଡିଂ ଚାମ୍ପିୟନ୍ ମାଇକେଲା ୱାଲ୍ସଙ୍କୁ ୫-୦ ରେ ପରାସ୍ତ କରି ଦ୍ୱିତୀୟ ସ୍ୱର୍ଣ୍ଣ ଜିତିଛନ୍ତି ।

ପ୍ରୀତି ପାୱାର ଏବଂ ଜାସମିନଙ୍କ ସ୍ୱର୍ଣ୍ଣ ପଦକ ସହ ଭାରତର ସମୁଦାୟ ପଦକ ସଂଖ୍ୟା ୨୭ ରେ ପହଞ୍ଚିଛି । ୭ ସ୍ୱର୍ଣ୍ଣ, ୧୩ ରୌପ୍ୟ, ୭ କାଂସ୍ୟ ପଦକ ସହ ଭାରତକୁ ମୋଟ ୨୭ ପଦକ ମିଳିସାରିଛି ।

Tags: gold medalindia

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.