Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ବିଭୂତି ଜେନା

Sanchar Live by Sanchar Live
March 20, 2025
in ଓଡିଶା
0
ଓଡ଼ିଶାରେ ରହିଛି ଭରପୁର ସୁନା ଖଣି: ବିଭୂତି ଜେନା
0
SHARES
15
VIEWS
FacebookTwitter

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ସୁନା ଖଣି ଥିବା ସୂଚନା ମିଳିଛି।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛ।

ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି।କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।

Tags: Bibhuti jenagold minesodisha
ShareTweetShareSend
Sanchar Live

Sanchar Live

Next Post
ଚାମ୍ପିୟନ୍ସ ଟ୍ରଫିରେ କାହିଁକି ଧଳା କୋଟ୍ ପିନ୍ଧନ୍ତି ବିଜୟୀ ଟିମ୍?

ଚାମ୍ପିଅନ୍ସ ଟ୍ରଫି ବିଜେତା ଭାରତୀୟ ଦଳକୁ ମିଳିବ ୫୮ କୋଟି ଟଙ୍କା ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.