Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନିଲାମ ହେବ ରାଜ୍ୟର ୩୪ ସୁନା ଖଣି

Sanchar Live by Sanchar Live
March 23, 2026
in ଓଡିଶା
0
ନିଲାମ ହେବ ରାଜ୍ୟର ୩୪ ସୁନା ଖଣି
0
SHARES
15
VIEWS
FacebookTwitter

ଆଗାମୀ ଦିନରେ ରାଜ୍ୟରେ ୩୪ଟି ଖଣି ନିଲାମ କରାଯିବା ସୁନା ଖଣି,ଲୁହାପଥର, ବକ୍ସାଇଟ୍, ମାଙ୍ଗାନିଜ, ଚୁନପଥର, ତମ୍ବା ଓ  ଗୁରୁତ୍ବପୂର୍ଣ୍ଣ ଖଣିଜ ପଦାର୍ଥ ଆଦିକୁ ନିଲାମ କରାଯିବା ଏହି ଖଣି ଗୁଡ଼ିକ ମାଲାକାନଗିରି, ସୁବର୍ଣ୍ଣପୁର, କଳାହାଣ୍ଡି, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗୀର, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ରହିଛି | ରାଜ୍ୟ ସରକାର ୨୫ଟି ଓ କେନ୍ଦ୍ର ସରକାର ୯ଟି ଖଣି ନିଲାମ କରିବୋ ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ୍ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ ୨୦୨୬-୨୬ରେ ଦେଶବ୍ୟାପୀ ୨୨ଟି ଖଣି ନିଲାମ କରାଯାଇଥିଲା।

ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଆସନ୍ତା ଆର୍ଥିକ ବର୍ଷରେ ନିଲାମ ହେବାକୁ ଥିବା ଖଣିଗୁଡ଼ିକ ମଧ୍ୟରୁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି ଓ ୯ଟି ‘ ହେଉଛି କ୍ରିଟିକାଲ୍ ମିନେରାଲ ଖଣି | ରାଜ୍ୟର ବିଭିନ୍ନ ସ୍ଥାନରେ ସୁନା, ହୀରା ଓ ମାଣିକ ଖଣି ଠାବ କରାଯାଇଥିବା ନେଇ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଥିଲେ।

ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଓ କେନ୍ଦୁଝର ଜିଲ୍ଲାର ଜଳଡିହ ସୁନା ଖଣିର ନିଲାମ କରିବାକୁ ସରକାର ଯୋଜନା ରଖିଛନ୍ତି । ଦେବଗଡ଼ର ଅଡସ-ରାମପଲ୍ଲୀରେ ଠାବ କରାଯାଇଥିବା ସୁନା ଖଣିର ମଧ୍ୟ ନିଲାମ କରାଯିବ। ନୟାଗଡ଼, ରାୟଗଡ଼ା ଓ ବଲାଙ୍ଗୀରରେ ଗ୍ରାଫାଇଟ୍ ଖଣି, ବଲାଙ୍ଗୀରରେ ଭାନାଡିୟମ, ଦେବଗଡ଼ରେ ସୁନା ଓ ମାଲାକାନଗିରିରେ ଟିଣ ଖଣି ନିଲାମ କରାଯିବ ବିଭିନ୍ନ ଜାତୀୟ ଓ ରାଜ୍ୟସ୍ତରୀୟ ସଂସ୍ଥା ଏହି ଖଣିଗୁଡ଼ିକୁ ଠାବ କରିବା ସହ ଅନୁସନ୍ଧାନ କରିଛନ୍ତି।

୨୦୨୩ ପରଠାରୁ ରାଜ୍ୟରେ ଖଣି ନିଲାମ ହୋଇନଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ନିଲାମ ପାଇଁ ୩୦ଟି ଖଣିକୁ ପ୍ରସ୍ତୁତ କରିଥିଲେ । ସେଥିରୁ ୮ଟି ଖଣି ନିଲାମ ହୋଇଛି। ୧୨ଟି ଖଣିକୁ ନିଲାମ କରାଯାଉଥିବା ବେଳେ ଖୁବ୍‌ଶୀଘ୍ର ଆଉ ୧୦ଟି ଖଣି ନିଲାମ କରାଯିବ ଆସନ୍ତାକାଲି କେନ୍ଦ୍ର ସରକାର ୧୯ଟି କ୍ରିଟିକାଲ୍ ମିନେରାଲ ଖଣିର ନିଲାମ ଘୋଷଣା କରିବେ |

ଖଣି ନିଲାମ ସମୟରେ  ଖଣି ଉନ୍ନୟନ ସହ ଜଡିତ ପରିବେଶ ସୁରକ୍ଷା ଓ ସ୍ଥାନୀୟ ଲୋକଙ୍କ ହିତକୁ ମଧ୍ୟ ଗୁରୁତ୍ୱ ଦିଆଯିବ। ଓଡ଼ିଶାରେ ଖଣିଜ ସମ୍ପଦର ସମୃଦ୍ଧ ଭଣ୍ଡାର ଥିବାରୁ ରାଜ୍ୟ ସରକାର ଏହି ୩୪ଟି ଖଣିକୁ ନିଲାମ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ଏହି ପଦକ୍ଷେପ ଫଳରେ ରାଜ୍ୟର ଆର୍ଥିକ ସ୍ଥିତିର ବୃଦ୍ଧି ହେବା ସହ ରୋଜଗାରର ଅପାର ସୁଯୋଗ ସୃଷ୍ଟି ହେବ।

Tags: Bibhuti jenaGold miningodisha
ShareTweetShareSend
Sanchar Live

Sanchar Live

Next Post
ସେୟାର ମାର୍କେଟରେ ହାହାକାର : ୧୫୦୦ ତଳକୁ ଖସିଲା ସେନସେକ୍ସ

ସେୟାର ମାର୍କେଟରେ ହାହାକାର : ୧୫୦୦ ତଳକୁ ଖସିଲା ସେନସେକ୍ସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨
  • ସାନଖେମୁଣ୍ଡି MLAଙ୍କ ସଭ୍ୟ ପଦ ରଦ୍ଦ ପାଇଁ କଂଗ୍ରେସର ଆବେଦନ
  • ସେୟାର ମାର୍କେଟରେ ହାହାକାର : ୧୫୦୦ ତଳକୁ ଖସିଲା ସେନସେକ୍ସ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.