Wednesday, November 4, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ପୁଣି ସୁନା ଦର ଉପରମୁହାଁ

Sanchar Live by Sanchar Live
April 11, 2025
in ଭାରତ
0
0
SHARES
10
VIEWS
Facebook
Twitter

Related posts

ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା

ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା

November 3, 2026
ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

November 2, 2026

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶିଳ୍ପ ନୀତି ପାଇଁ ଗତ କିଛି ଦିନ ଧରି ସେୟାର ବଜାରରେ ବଡ଼ ହଲଚଲ ଦେଖିବାକୁ ମିଳିଛି  । ଆଉ ଏହାର ପ୍ରଭାବ ସୁନା, ରୁପା ଦର ଉପରେ ପଡୁଛି  । ଗତ କିଛି ଦିନ ସୁନା, ରୁପା ଦର ସାମାନ୍ୟ ଖସିଥିବାବେଳେ ଏବେ ପୁଣିଥରେ ଉପରମୁହାଁ ହୋଇଛି ସୁନା ମୂଲ୍ୟ ।  ଆଜି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୯୫ ହଜାର ପାର କରିଛି ।

୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୯୫ ହଜାର ୪୦୦ ରହିଛି ।  ସେହିପରି ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍‌କୁ ୮୭ହଜାର ୪୫୦ ଟଙ୍କା ରହିଛି । ୩ ଦିନରେ ୫ ହଜାର ଟଙ୍କା ମହଙ୍ଗା ହେଲାଣି ସୁନା । ଆଗାମୀ ଦିନରେ ସୁନା ଆହୁରି ମହଙ୍ଗା ହେବାର ସମ୍ଭାବନା ରହିଛି । ବଜାରରେ ଲାଗି ରହିଥିବା ଅସ୍ଥିରତାର ପ୍ରଭାବରେ ସୁନା, ରୁପା ମୂଲ୍ୟ ବି ଆକାଶ ଛୁଆଁ ହୋଇଯାଇଛି
Tags: americaGold price hike

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭିଏଏମ୍ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି
  • ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା
  • ନେରିଡ଼ିୱାଲସାରେ ଓଡ଼ିଶା-ଆନ୍ଧ୍ର ପୁଲିସ ମୁହାଁମୁହିଁ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.