Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପାର୍ବଣ ପୂର୍ବରୁ ବଢ଼ିଲା ସୁନା ଦର

Sanchar Live by Sanchar Live
September 10, 2025
in ଓଡିଶା
0
ପାର୍ବଣ ପୂର୍ବରୁ ବଢ଼ିଲା ସୁନା ଦର
0
SHARES
59
VIEWS
FacebookTwitter

ଆଉ କିଣିହେବନି ସୁନା । ସେପଟେମ୍ବର ମାସର ୯ ଦିନରେ ସୁନା ୫ ହଜାର ମହଙ୍ଗା । ପାର୍ବଣ ପୂର୍ବରୁ ହୁ ହୁ ହୋଇ ବଢୁଛି ସୁନା ଦର। । ପ୍ରଥମ ଥର ପାଇଁ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧ଲକ୍ଷ ଟଙ୍କା ଟପି ୧ଲକ୍ଷ ୧ହଜାର ୧୦୦ଟଙ୍କାରେ ପହଞ୍ଚିଛି । ଦିନକରେ ଦର ୧୨୫୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପିଛା ୧୩୬୦ ଟଙ୍କା ବୃଦ୍ଧି ପାଇ ୧ଲକ୍ଷ ୦୮ ହଜାର ୯୩୦ ଟଙ୍କାରେ ପହଞ୍ଚିଛି । ଅର୍ଥାତ ୯ ଦିନ ମଧ୍ୟରେ ୨୪ କ୍ୟାରେଟ ସୁନା ଦର ୫ ହଜାରରୁ ଅଧିକ ଟଙ୍କା ବଢିଛି । ଚଳିତ ମାସ ଗତ ୪ ତାରିଖରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୦୦ ଟଙ୍କା କମିଥିଲା । ଏହାକୁ ଛାଡିଦେଲେ ଅନ୍ୟ ଦିନ ଗୁଡ଼ିକରେ ସୁନା ଦର ବଢିଛି।

ତେବେ ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୦,୫୦୯ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୧,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୦,୫୦୯ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୩୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୦,୫୦୯ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧.୦୧.୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୦,୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୧,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୦,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧.୦୧.୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୦,୫୦୯ ଓ ୧.୦୧.୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୦,୦୦୦ ଟଙ୍କା ହୋଇଛି ।

Tags: Gold pricehikeindia
ShareTweetShareSend
Sanchar Live

Sanchar Live

Next Post
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବେ ଟ୍ରମ୍ପ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବେ ଟ୍ରମ୍ପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.