ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୨,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୩,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୨,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୩,୨୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୨,୫୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୩,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୨,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୩,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୩,୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୩,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୨,୫୮୦ ଓ ୧,୦୩,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୮,୦୦୦ ଟଙ୍କା ହୋଇଛି ।

