Tuesday, June 24, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ

Sanchar Live by Sanchar Live
June 24, 2025
in ଓଡିଶା
0
ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ
0
SHARES
363
VIEWS
FacebookTwitter

ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୮୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ହଜାର ୫୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୮୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୫୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯, ୮୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୦,୦୨୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୭୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯, ୮୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯, ୮୭୦ ଓ ୯୧, ୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୯ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceindia
ShareTweetShareSend
Sanchar Live

Sanchar Live

Next Post
ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି

ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମୁଁ ୪ ବର୍ଷ ଯାଏ ସିଂହବାହିନୀରେ କାମ କରିବି : ପିୟୂଷ
  • ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ
  • ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ: ଆଇନମନ୍ତ୍ରୀ
  • ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି
  • ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.