ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କତେେ ରହିଛି ସୁନା ଦର । ତବେେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତବେେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରଟେ ସୁନା ୧,୫୨,୪୬୦ ଟଙ୍କା ରହିଛି । ସହେିପରି ୨୨ କ୍ୟାରଟେ ସୁନା ଦର ୧,୩୯,୭୫୦ ଟଙ୍କା ଛୁଇଁଛି ।
ସହେିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରଟେ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୪୬୦ ଟଙ୍କା ରହିଥିବା ବଳେେ ୨୨ କ୍ୟାରଟେ୍ ସୁନାର ମୂଲ୍ୟ ହଜାର ୧,୩୯,୭୫୦ ଟଙ୍କାକୁ ପହଞ୍ଚିଛି । ସହେିପରି ମୁମ୍ବାଇରେ ୨୪ କ୍ୟାରଟେ୍ ମୂଲ୍ୟ ୧,୫୨,୪୬୦ ଟଙ୍କା ଓ ୨୨ କ୍ୟାରଟେ୍ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୨,୬୧୦ ଟଙ୍କା ଓ ୨୨ କ୍ୟାରଟେ୍ ୧,୩୯ ୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚନେ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୩,୩୮୦ ଟଙ୍କା ଥିବା ବଳେେ ୨୨ କ୍ୟାରଟେ ମୂଲ୍ୟ ୧,୪୦, ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୪୬୦, ୨୨ କ୍ୟାରଟେ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫ ,୦୦୦ ଟଙ୍କା ହୋଇଛି ।

