ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୯୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୦,୨୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୯୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୦,୨୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୯୫୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୪୦,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୩,୧୦୦ ଟଙ୍କା ଓ ୨୨ କ୍ୟାରେଟ ୧,୪୦,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୩, ୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୧,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୯୫୦ ଓ ୨୨ କ୍ୟାରଟ ମୂଲ୍ୟ ୧,୪୦,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୯,୦୦୦ ଟଙ୍କା ହୋଇଛି ।

