Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁରୀ ଜିଲ୍ଲାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନାର ସମୀକ୍ଷା କଲେ ରାଜ୍ୟପାଳ

Sanchar Live by Sanchar Live
April 19, 2025
in ଓଡିଶା
0
ପୁରୀ ଜିଲ୍ଲାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନାର ସମୀକ୍ଷା କଲେ ରାଜ୍ୟପାଳ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରଥମଥର ପାଇଁ ପୁରୀ ଜିଲ୍ଲାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନାର ସମୀକ୍ଷା କଲେ ରାଜ୍ୟପାଳ l କେନ୍ଦ୍ର ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନା କିପରି ଲୋକଙ୍କ ନିକଟରେ ପହଞ୍ଚିପାରିବ ସେ ନେଇ ଜଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟପାଳ କେ. ହରିବାବୁ କମ୍ଭମପାଟି l ଅନ୍ୟପଟେ କେନ୍ଦ୍ରୀୟ ମୁଦ୍ରା ଯୋଜନାରେ ବିଭିନ୍ନ ବ୍ୟାଙ୍କ ଋଣ ପ୍ରଦାନ କରୁଛନ୍ତି କି ନାହିଁ ସେ ନେଇ ମଧ୍ୟ ବିଭିନ୍ନ ବ୍ୟାଙ୍କ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଇଛି l ସରକାରଙ୍କ ଯୋଜନା କିପରି ବାଟବଣା ନହୋଇ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଁଚିବ ସେ ନେଇ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ଟିପିସିଓଡିଏଲ୍ ପକ୍ଷରୁ ମନ ଇଛା ସ୍ମାର୍ଟ ମିଟର ଲଗାଇବା, ଉପଭୋକ୍ତାଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରିବା, କମ୍ ବିଦ୍ୟୁତ୍ ବ୍ୟବହାର କରି ଅଧିକ ବିଲ୍ ଆସିବା ସମ୍ପର୍କରେ ପୁରୀ ଜିଲ୍ଲାର ବିଧାୟକମାନେ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟପାଳ ଉପସ୍ଥିତ ଟିପିସିଓଡିଏଲ୍ ଅଧିକାରୀଙ୍କୁ ତାଗିଦ୍ କରିବା ସହ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଇ-ଭେଇକିଲ ବ୍ୟବହାର ଓ ସୋଲାର ସିଷ୍ଟମର ଅଧିକରୁ ଅଧିକ ବ୍ୟବହାର ଦ୍ବାରା ସବୁଜ ବିପ୍ଳବ ଆସିପାରିବ ବୋଲି ବୁଝାଇଥିଲେ ଜିଲ୍ଲାପାଳ ।

Tags: governerpuri
ShareTweetShareSend
Sanchar Live

Sanchar Live

Next Post
ଜୋଗିଘୋପା ଏମଏମଏଲପି ପରିଦର୍ଶନ କଲେ ଭୂଟାନ ରାଜା : ପ୍ରସ୍ତୁତିକୁ କଲେ ପ୍ରଶଂସା

ଜୋଗିଘୋପା ଏମଏମଏଲପି ପରିଦର୍ଶନ କଲେ ଭୂଟାନ ରାଜା : ପ୍ରସ୍ତୁତିକୁ କଲେ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.