Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ : ଅଭିଭାଷଣ ରଖିଲେ ରାଜ୍ୟପାଳ

Sanchar Live by Sanchar Live
February 13, 2025
in ଓଡିଶା
0
ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ : ଅଭିଭାଷଣ ରଖିଲେ ରାଜ୍ୟପାଳ

Oplus_131072

0
SHARES
24
VIEWS
FacebookTwitter

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ। ବିଧାନସଭା ପରିସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଏବଂ ବାସ୍ପପତି ସୁରମା ପାଢ଼ୀଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ଏହାପରେ ରାଜ୍ୟପାଳ ବିଧାନସଭା ଗୃହରେ ଜୟଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ରାଜ୍ୟପାଳ କହିଛନ୍ତି ଯେ, ଖଣିଜ ସମ୍ପଦରେ ଭରପୂର ଓଡ଼ିଶା। ନିଜର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡ଼ିଶା। ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ଆମ ସରକାରଙ୍କ ମୁଖ୍ୟ ଫୋକସ୍। ମୋ ସରକାର ଧାନର ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି କରିଛନ୍ତି। ୩୧୦୦ ଟଙ୍କାରେ ଧାନ କିଣା ଆରମ୍ଭ ହୋଇଛି। ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ କରିଛନ୍ତି। ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବାକୁ ସରକାର କାମ କରୁଛନ୍ତି। ଓଡ଼ିଶାରେ ଡିଜିପି ସମ୍ମିଳନୀ, ଉତ୍କର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରାଯାଇଛି। ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୨.୮୯ ଲକ୍ଷ କୋଟିର ଏମଓୟୁ ହୋଇଛି। ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲାଯାଇଛି।

ସୁଭଦ୍ରା ଯୋଜନାରେ ୧ କୋଟି ମହିଳା ଉପକୃତ ହୋଇଛନ୍ତି। ମୋ ସରକାର ନୂଆ ଶିକ୍ଷା ନୀତି ଲାଗୁ କରିଛନ୍ତି। ଭିଜନ ୨୦୩୬ ପାଇଁ ୩ ଲକ୍ଷରୁ ଉର୍ଦ୍ଧ୍ଵ ପରାମର୍ଶ ଆସିଛି। ୪୬ ଲକ୍ଷ ମହିଳା ଓ ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ ଦିଆଯାଉଛି। ୨୦୨୭ ସୁଦ୍ଧା ୨୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ୨୦୨୪-୨୫ରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏଥିପାଇଁ ତାଲିବ ଦିଆଯିବ। ପ୍ରଧାନମନ୍ତ୍ରୀ ଇ-ବସ୍ ସେବା ଯୋଜନାରେ ୪୦୦ ଇ-ବସ୍ ଚାଲିବ। ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦ ହଜାର ନିଯୁକ୍ତି ଦିଆଯିବ। ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇ ସାରିଛି।

ଆମ କ୍ରୀଡ଼ାବିତ୍ କ୍ରୀଡ଼ା କ୍ଷେତ୍ରରେ ଅନେକ ସଫଳତା ଆଣିଛନ୍ତି। ପିଏମ୍ ଆବାସ ଯୋଜନାରେ ସରକାର ଘର ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। ୨୦୨୬ ସୁଦ୍ଧା ନଳ ଯୋଗେ ଜଳ ଯୋଗାଣ ସୁନିଶ୍ଚିତ କରିବାକୁ ଲକ୍ଷ୍ୟ ରଖାଯାଇଛି। ୧୧୫ ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ କରାଯିବ। ୨୪ ଘଣ୍ଟିଆ ବିଦ୍ୟୁତ ସେବା ଯୋଗାଇ ଦିଆଯିବ। ଓଡ଼ିଶାରେ ଏବେ ବିଜୁଳି ବଳକା ରହିଛି, ଆଗାମୀ ବର୍ଷରେ ବଳକା ରହିବ। ୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପରିବର୍ତ୍ତନକୁ ବାଛିଲେ। ମାତ୍ର ୮ ମାସରେ ମୋ ସରକାର ଅନେକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ ବୋଲି ରାଜ୍ୟପାଳ କହିଛନ୍ତି।

Tags: governer of odishaharibabu kambhampatiodisha assembly
ShareTweetShareSend
Sanchar Live

Sanchar Live

Next Post
ବିଧାୟକ ସନାତନ ମହାକୁଡ଼ଙ୍କୁ ନବୀନ ପଟ୍ଟନାୟକଙ୍କ ପ୍ରଶ୍ନ

ବିଧାୟକ ସନାତନ ମହାକୁଡ଼ଙ୍କୁ ନବୀନ ପଟ୍ଟନାୟକଙ୍କ ପ୍ରଶ୍ନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.