Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗଜପତିଙ୍କୁ ସରକାରଙ୍କ ସମର୍ଥନ

Sanchar Live by Sanchar Live
November 5, 2024
in ଓଡିଶା
0
ଗଜପତିଙ୍କୁ ସରକାରଙ୍କ ସମର୍ଥନ
0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି ରାଜ୍ଯ ସରକାର । ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁ ନାହିଁ । ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ ସାମ୍ବାଦିକ ସମ୍ମିଳନୀ ପରେ ଏହି ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି, ଶ୍ରୀଜଗନ୍ନାଥଙ୍କର ସ୍ଵତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି । ମାତ୍ର ବିଶ୍ଵର ଭିନ୍ନ ଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ଜଗନ୍ନାଥ ପ୍ରେମୀଙ୍କୁ ବାଧୁଛି । ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି । ଯେଉଁଭଳି ଭାବରେ ସ୍ନାନ ଯାତ୍ରାକୁ ଇସ୍କନ କର୍ତ୍ତୃପକ୍ଷ ବନ୍ଦ୍ କରିଛନ୍ତି ସେହିଭଳି ଅଦିନିଆ ରଥଯାତ୍ରାକୁ ବନ୍ଦ୍ କରିବା ନେଇ ସରକାର ଆଲୋଚନା କରିବେ । ନଚେତ ଗଜପତି ମହାରାଜା ଓ ମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି କହିଛନ୍ତି ।

Tags: govt of indiaiskon rathajatrapuri
ShareTweetShareSend
Sanchar Live

Sanchar Live

Next Post
ଆରଡିସି କରିବେ ଆମ୍ବଟାକୁଆ ତଦନ୍ତ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଆରଡିସି କରିବେ ଆମ୍ବଟାକୁଆ ତଦନ୍ତ: ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.