Saturday, October 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସରପଞ୍ଚଙ୍କ ସ୍ବାମୀ ଓ ଶ୍ବଶୁରଙ୍କୁ ନିର୍ମମ ହତ୍ୟା

Sanchar Live by Sanchar Live
May 3, 2025
in ଅପରାଧ
0
ସରପଞ୍ଚଙ୍କ ସ୍ବାମୀ ଓ ଶ୍ବଶୁରଙ୍କୁ ନିର୍ମମ ହତ୍ୟା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲିକିଟିପଦର ପଞ୍ଚାୟତ ସାରିଗାଡା ଗାଁରେ ବୀଭତ୍ସ ହତ୍ୟା । ସରପଞ୍ଚଙ୍କ ସ୍ବାମୀ ଓ ଶ୍ବଶୁରଙ୍କୁ ନିର୍ମମ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ସରପଞ୍ଚ ଜନିତ ଗମାଙ୍ଗଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶ୍ବଶୁର ସୁମ ଗମାଙ୍ଗ । ସରପଞ୍ଚଙ୍କ ପରିବାର ଘର ଭିତରେ ଥିବା ବେଳେ କିଛି ଲୋକ ଘରେ ପଶି ବିଭିନ୍ନ ମାରଣାଅସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ସରପଞ୍ଚଙ୍କ ସ୍ବାମୀ ଓ ଶ୍ବଶୁରଙ୍କ ମୃତ୍ୟୁ ହୋଇଛି । ଘର ଦାଣ୍ଡରେ ପଡିଛି ବାପା ଓ ପୁଅଙ୍କ ଶବ । ଆକ୍ରମଣ ବେଳେ ସରପଞ୍ଚ ଜନିତ ଗମାଙ୍ଗ ଜୀବନ ବିକଳରେ ଦୈାଡି ପଳାଇଥିଲେ । ଫଳରେ ସେ ରକ୍ଷା ପାଇଯାଇଛନ୍ତି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପଦ୍ମପୁର ପୋଲିସ୍ ପହଞ୍ଚି ତଦନ୍ତ କରୁଛି । ସାଇଣ୍ଟିଫିକ୍ ଟିମର ସହାୟତା ଲୋଡିଛି ପୋଲିସ୍ । ଗ୍ରାମରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ନହେବା ପାଇଁ ରାୟଗଡା , ପଦ୍ମପୁର, ଗୁଣୁପୁର ପୋଲିସ୍ ପହଞ୍ଚିଛି ।

Tags: crimegunupur
ShareTweetShareSend
Sanchar Live

Sanchar Live

Next Post
ଧାର୍ମିକ ଯାତ୍ରାରେ ଦଳାଚକଟା : ୭ ମୃତ

ଧାର୍ମିକ ଯାତ୍ରାରେ ଦଳାଚକଟା : ୭ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସଡ଼କ ଦୁର୍ଘଟଣାରେ ଶାଶୂ ଓ ଜ୍ୱାଇଁ ମୃତ
  • ଭାରତକୁ ଆଶ୍ବସ୍ତି ଦେଲେ ଟ୍ରମ୍ପ
  • ଇଥାନଲ ଉତ୍ପାଦନରେ ଚିନିର ବ୍ୟବହାର ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ
  • ମେଡିକାଲରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ
  • ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.