Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଫୁଲୁଛି ଗୁରୁପ୍ରିୟା ନଦୀ  

Sanchar Live by Sanchar Live
September 27, 2024
in ଓଡିଶା
0
ଫୁଲୁଛି ଗୁରୁପ୍ରିୟା ନଦୀ  
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ୱାଭିମାନ ଅଞ୍ଚଳର ଗୁରୁପ୍ରିୟା ସେତୁକୁ ବିପଦ ଗୁରୁପ୍ରିୟା ନଦୀର ଜଳସ୍ତର । ଫୁଲୁଛି ଗୁରୁପ୍ରିୟା ନଦୀ  ଯାହା ଫଳରେ ଗୁରୁପ୍ରିୟା ସେତୁର ଗାର୍ଡରରୁ ମାତ୍ର ଦୁଇ ଫୁଟ ତଳେ ରହିଛି ପାଣି । ଗୁରୁପ୍ରିୟା ନଦୀର ଜଳସ୍ତର ଯେଭଳି ଦିନକୁ ଦିନ ବଡି ଚାଲିଛି ଆଉ ମାତ୍ର ଗୋଟିଏ ଦିନ ମଧ୍ୟରେ ବ୍ରିଜର ଗାର୍ଡରକୁ ଛୁଇଁବ ପାଣି ବୋଲି ଆଶଙ୍କା କରୁଛନ୍ତି ଲୋକେ। ଅନ୍ୟପଟେ ବାଲିମେଳା ଡ୍ୟାମର ମଧ୍ୟ ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ଡ୍ୟାମର ବିପଦ ସଂକେତ ଜଳସ୍ତର କ୍ଷମତା ୧୫୧୬.୦୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ଏହାର ଜଳସ୍ତର ୧୫୧୪.୧୦ ଫୁଟ ରହିଛି । ସେପଟେ ଜାନବାଇ ନିକଟରେ ଥିବା ପ୍ରାଥମିକ ସ୍ୟାସ୍ଥ୍ୟ କେନ୍ଦ୍ରର ପାଚେରୀରେ ନଦୀ ପାଣି ଲହଡି ଭାଙ୍ଗୁଛି । କୌଣସି ସମୟରେ ମଧ୍ୟ ସ୍ୟାସ୍ଥ୍ୟ କେନ୍ଦ୍ର ଭିତରେ ପଶି ପାରେ ପାଣି । ଯେହେତୁ ସ୍ୟାସ୍ଥ୍ୟ କେନ୍ଦ୍ରଟି ତଳିଆ ଅଞ୍ଚଳରେ ନିର୍ମାଣ କରାଯାଇଛି ଯାହା ଫଳରେ ନଦୀର ଜଳସ୍ତର ବୃଦ୍ଧି ହେଲେ ହସ୍ପିଟାଲ ପାଣି ପଶିବା ଆଶଙ୍କା ଲାଗି ରହୁଛି।
Tags: gurupriyamalkangiri
ShareTweetShareSend
Sanchar Live

Sanchar Live

Next Post
ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.