Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Sanchar Live by Sanchar Live
January 31, 2025
in ଅପରାଧ
0
ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Oplus_131072

0
SHARES
26
VIEWS
FacebookTwitter

ଭୁବନେଶ୍ୱର: ଅଟଲା ବଜାରରେ ଏକ ଗ୍ୟାସ ଦୋକାନ ସାମ୍ନାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଭଦ୍ରକ ଜିଲ୍ଲାର ଚିଣ୍ଟୁ ବୋଲି ଜଣାପଡ଼ିଛି । ସେ ଉକ୍ତ ଗ୍ୟାସ୍‌ ଦୋକାନରେ କାମ କରୁଥିଲେ । ମୃତଦେହଟିକୁ ଧଉଳି ଥାନା ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ଥିବା ସିସିଟିଭି ଯାଞ୍ଚ କରି ଗ୍ୟାସ ଦୋକାନ ମାଲିକକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ । ଭୁବନେଶ୍ୱରର ଧଉଳି ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଭୁବନେଶ୍ୱରର ଧଉଳି ଅଞ୍ଚଳର ଏକ ଗ୍ୟାସ୍‌ ଦୋକାନ ସାମ୍ନାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଧଉଳି ପୋଲିସ । ଏହା ସହ ପାଖରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ଗ୍ୟାସ ଦୋକାନ ମାଲିକକୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ ।

Tags: bhubaneswarhanging deadbody
ShareTweetShareSend
Sanchar Live

Sanchar Live

Next Post
ରଣଜୀରେ ଫେଲ ହେଲେ ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି

ରଣଜୀରେ ଫେଲ ହେଲେ ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.