Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସିତା ଓ ଅନିଲ

Sanchar Live by Sanchar Live
February 8, 2025
in ଓଡିଶା
0
ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସିତା ଓ ଅନିଲ
0
SHARES
10
VIEWS
FacebookTwitter

କଟକ: ହାଇପ୍ରୋଫାଇଲ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ହଂସିତା ଓ ଅନିଲ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଉଭୟଙ୍କ ବିରୋଧରେ ଭୁବନେଶ୍ୱର ଇନଫୋସିଟି ଥାନାରେ ମାମଲା ରୁଜୁ ହୋଇଛି । ଉଭୟଙ୍କ ବିରୋଧରେ ଅନେକ ଠକେଇ ମାମଲାର ତଦନ୍ତ ଚଳାଇଛି ପୋଲିସ ।

ଏହା ପୂର୍ବରୁ ଜାନୁଆରୀ ୧୮ରେ ଶୁଣାଣି ସମୟରେ ହଂସିତା ଓ ଅନିଲଙ୍କ ଜାମିନ ଖାରଜ କରିଥିଲେ ଭୁବନେଶ୍ୱର ଏଡିଜେ-୨ କୋର୍ଟ । ଏଥିସହ ମାମଲାରେ ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ଉଭୟଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ଏଡିଜେ-୨ କୋର୍ଟରେ ଆବେଦନ କରିଥିଲା କମିଶନରେଟ୍ ପୋଲିସ ।

କଳାହାଣ୍ଡିରୁ ଆସି ରାଜ୍ୟ ରାଜଧାନୀ ଏବଂ ଜାତୀୟ ରାଜଧାନୀରେ କୋଟି କୋଟି ଟଙ୍କାର ଠକେଇ କରିଥିବା ବିଷ୍ଣୁପ୍ରିୟା ଓରଫ୍ ହଂସିତା ଅଭିଲିପ୍ସା । ହଂସିତାଙ୍କ ପ୍ରକୃତ ନାମ ବିଷ୍ଣୁପ୍ରିୟା ଚାନ୍ଦ ଓରଫ୍

ରାକ୍ଷୀ ହୋଇଥିବାବେଳେ ଘର କଳାହାଣ୍ଡି ଜିଲ୍ଲା ନର୍ଲାରେ । ୨୦୧୭ରେ ନର୍ଲା ବାଗପୁର ପଞ୍ଚାୟତରେ ସମିତି ସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ । ଏହା ସେ ଅନେକ ବିକ୍ଷୋଭ ଓ ଆନ୍ଦୋଳନ ମଧ୍ୟ କରିଛନ୍ତି । କିନ୍ତୁ ପରବର୍ତ୍ତୀ ମୂହୂର୍ତ୍ତରେ ତାଙ୍କୁ ପଇସାର ଲୋଭ ଗ୍ରାସ କରିଥିଲା । ତାଙ୍କର ପ୍ରକୃତ ସ୍ୱାମୀ ସରୋଜ ହୋଇଥିବା ବେଳେ ନିଜର କ୍ରାଇମ ପାର୍ଟନର ଅନୀଲଙ୍କ ସହିତ ମିଶି ସ୍ୱାମୀ ସ୍ତ୍ରୀର ନାଟକ ରଚିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡାକ୍ତର ପି.କେ ମିଶ୍ର ପୁଅ ବୋହୁ କହି ଖଣି ବ୍ୟବସାୟୀ, ବିଲଡର୍, ଠିକାଦାରଙ୍କୁ ଲୁଟି ଥିଲେ । ଟେଣ୍ଡର୍ ପାସ କରାଇଦେବେ କହି କୋଟି କୋଟି ଟଙ୍କା ଠକେଇ କରିଥିଲେ । ତେବେ ଉଭୟଙ୍କୁ ଗିରଫ କରାଯିବା ପରେ ଗତକାଲି ଆୟକର ବିଭାଗ ହଂସିତାଙ୍କର ୧୨ଟି ସ୍ଥାନରେ ଚଢ଼ାଉ କରିଥିଲା ।

Tags: anilHansita chandahigh court
ShareTweetShareSend
Sanchar Live

Sanchar Live

Next Post
୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

୧୧ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.