Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ: ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି

Sanchar Live by Sanchar Live
March 21, 2025
in ଓଡିଶା
0
ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ: ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି
0
SHARES
20
VIEWS
FacebookTwitter

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ ପହଞ୍ଚିଛନ୍ତି । ସେଠାରେ ଧର୍ମେନ୍ଦ୍ରଙ୍କୁ ସାକ୍ଷାତ କରିବା ସହ ଆଲୋଚନା କରିବେ ।

ସୂଚନା ଅନୁସାରେ ମାର୍ଚ୍ଚ ୧୭ରେ ଦିଲ୍ଲୀରେ ୮୩ ବର୍ଷ ବୟସରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଥିଲା । ଦିଲ୍ଲୀ ଏମସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ଦେବେନ୍ଦ୍ର ପ୍ରଧାନ ଦୁଇ ଥରର ସାଂସଦ ଥିଲେ ।

୧୯୯୮ ଓ ୧୯୯୯ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଦ୍ବିତୀୟ ଥର ସାଂସଦ ଥିବା ସମୟରେ ବାଜପେୟୀଙ୍କ ସରକାରରେ ମନ୍ତ୍ରୀ ଥିଲେ । ସେ ସଡ଼କ ପରିବହନ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ। ଓଡ଼ିଶା ବିଜେପିର ପ୍ରମୁଖ ଚେହେରା ଥିଲେ । ସେ ୧୯୮୮ରୁ ୧୯୯୦, ୧୯୯୦ରୁ ୧୯୯୩ ଓ ୧୯୯୫ରୁ ୧୯୯୭ ରାଜ୍ୟ ବିଜେପିର ସଭାପତି ଥିଲେ ।

 

Tags: bhubaneswarDebendrapradhanDharmendrapradhannaibsingh siani
ShareTweetShareSend
Sanchar Live

Sanchar Live

Next Post
ଏମ.କେ ଷ୍ଟାଲିନଙ୍କ ନିମନ୍ତ୍ରଣ ରକ୍ଷା କଲେ ନବୀନ ପଟ୍ଟନାୟକ,ଡିଲିମିଟେସନ୍ ବୈଠକରେ ଯୋଗଦେବେ

ଏମ.କେ ଷ୍ଟାଲିନଙ୍କ ନିମନ୍ତ୍ରଣ ରକ୍ଷା କଲେ ନବୀନ ପଟ୍ଟନାୟକ,ଡିଲିମିଟେସନ୍ ବୈଠକରେ ଯୋଗଦେବେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.