Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଅସମ୍ଭାଳ ଖରା

Sanchar Live by Sanchar Live
April 3, 2026
in ଓଡିଶା
0
ରାଜ୍ୟରେ ଅସମ୍ଭାଳ ଖରା
0
SHARES
9
VIEWS
FacebookTwitter

ରାଜ୍ୟରେ ଅସମ୍ଭାଳ ଖରା । ବିଶେଷକରି ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାତି ବଢିବାରେ ଲାଗିଛି । ଝାରସୁଗୁଡ଼ାରେ ଗତକାଲି ସର୍ବାଧିକ ୪୦.୬ ଡିଗ୍ରୀ ତାତି ରେକର୍ଡ ହୋଇଥିଲା । ସେହିଭଳି ଟିଟିଲାଗଡ଼ରେ ୪୦ ଡିଗ୍ରୀ ପାରଦ ରହଥିଲା । ରାଜ୍ୟର ଅଧିକାଂଶ ସହରର ପାରଦ ୩୮ ଉପରେ ରହିଛି । ଆସନ୍ତା ତିନି ଦିନରେ ଖରା ଆହୁରି ବଢିପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଆଜି ପାଇଁ ୪ ଜିଲ୍ଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗିଡିକ ହେଉଛନ୍ତି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର। ସେପଟେ କୋରାପୁଟ ଓ ମାଲକାନଗିରିକୁ ଝଡ଼ବର୍ଷା ଚେତାବନୀ ଦିଆଯାଇଛି। ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି।.

ସେହିପରି ରାଜ୍ୟରେ ତାତି ବଢ଼ୁଥିବାରୁ ଆଜିଠୁ ସବୁ ସ୍କୁଲ ସକାଳୁଆ ହୋଇଛି । ସକାଳ ସାଢ଼େ ୬ରୁ ଦିନ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍ । ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ୍ ପାଇଁ ନିର୍ଦ୍ଦେଶ । ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ଜାରି ରହିବ। ଏନେଇ ପ୍ରତି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ସଚିବ। ଏଥିସହ ଗ୍ରୀଷ୍ମ ପ୍ରବାହାର ମୁକାବିଲା ପାଇଁ ସ୍କୁଲରେ ସ୍ବତନ୍ତ୍ର ସୁବିଧା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Tags: heatwaveodishaweatherreport
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ଗୁଡ୍ ଫ୍ରାଇଡେ

ଆଜି ପବିତ୍ର ଗୁଡ୍ ଫ୍ରାଇଡେ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.