Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଫେବୃଆରୀ ମାସରେ ବଢିବ ଖରାର ପ୍ରକୋପ

Sanchar Live by Sanchar Live
February 1, 2025
in ଓଡିଶା
0
ଫେବୃଆରୀ ମାସରେ ବଢିବ ଖରାର ପ୍ରକୋପ
0
SHARES
13
VIEWS
FacebookTwitter

ଭୁବନେଶ୍ୱର : ଫେବୃଆରୀ ମାସରେ ବଢିବ ଖରାର ପ୍ରକୋପ । ଶୀତର ପ୍ରକୋପ ହ୍ରାସ ପାଇଥିବା ବେଳେ ଫେବୃଆରୀ ମାସରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ଜଣାପଡିଛି । ସାଧାରଣତଃ ଫେ‍ବୃଆରୀ ମାସ ବେଳକୁ ଶୀତ ଏହାର ପ୍ରକୋପ ଦେଖାଉଥାଏ। ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ ଲାଗିବାକୁ ଯାଉଛି । ଏବର୍ଷ ଫେବ୍ରୁଆରୀରୁ ତାତିବ ଓଡ଼ିଶା। ରାଜ୍ୟରେ ଆଗାମୀ କିଛି ଦିନରେ ପାରଦ ୫ ଡିଗ୍ରୀ ସେଲସିୟସ୍ ଯାଏ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି।

ଏପଟେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଫେବୃଆରୀ ମାସ ପାଇଁ ପୂର୍ବାନୁମାନ ଜାରି କରିଛି । ଏହି ଆକଳନ  ଅନୁସାରେ ଏଥର ଫେବ୍ରୁଆରୀରେ ଶୀତ  ପ୍ରକୋପ ସମ୍ଭାବନା କମ୍‌ । ସାରା ଦେଶରେ ଉଭୟ ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ବେଶ୍‌ ଅଧିକ ରହିପାରେ । ଓଡ଼ିଶାରେ ବି  ଶୀତ ରହିବନି । ଦିନ ଓ ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ । ମଝିରେ ମଝିରେ ବର୍ଷା ସମ୍ଭାବନା ବି ଦେଖାଯାଉନି।

ବିଗତ କିଛି ଦିନ ହେବ ତାପମାତ୍ରା ଅସ୍ବାଭାବିକ ଭାବରେ ବୃଦ୍ଧି ପାଇଛି। ଏବେ ରାତି ଓ ଦିନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩-୪ ଡିଗ୍ରୀ ଅଧିକ ରହିଛି। ଆସନ୍ତା ୩ ଦିନ ପରେ ଆହୁରି ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତାତି ଧୀରେ ଧୀରେ ବଢ଼ିବ ବୋଲି କୁହାଯାଉଛି। ଅଧିକାଂଶ ଜିଲ୍ଲାରେ ସ୍ବାଭାବିକଠାରୁ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ସମ୍ଭାବନା ରହିଛି। ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ବୃଦ୍ଧିର ଅଧିକ ପ୍ରଭାବ ରହିବ।

ପାଣିପାଗ ବିଭାଗ ଅନୁସାରେ ରାତି ତାପମାତ୍ରାରେ ଏବେ କିଛି ପରିବର୍ତ୍ତନ ସମ୍ଭାବନା ନାହିଁ । କୁହୁଡ଼ି ପ୍ରକୋପ ଆହୁରି ୨ଦିନ ଲାଗି ରହିବ । ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ଗଞ୍ଜାମରେ ଘନ  କୁହୁଡ଼ି ରହିବ ଶନିବାର ସକାଳେ । ଏସବୁ ଜିଲ୍ଲାର କିଛି  ଅଞ୍ଚଳ ସମେତ ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, ନୟାଗଡ଼ ଓ କୋରାପୁଟର  ସ୍ଥାନେ ସ୍ଥାନେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ । ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ରହିବ । ତା’ପରେ କୁହୁଡ଼ି କମିବ  ଚଳିତବର୍ଷ  ଜାନୁଆରୀ ମାସ ବିଶ୍ୱ ପାଇଁ ସବୁଠାରୁ ଉତ୍ତପ୍ତ ଥିଲା।

 

Tags: heatwaveodisha
ShareTweetShareSend
Sanchar Live

Sanchar Live

Next Post
ବିଦ୍ୟୁତ୍ ଖୁଣ୍ଟକୁ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର

ବାପାର ମୃତଦେହ ଧରି ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ, ଜ୍ୱାଇଁଙ୍କ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.