Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ଯରେ ଏବେଠୁ ଡରାଇଲାଣି ଖରା

Sanchar Live by Sanchar Live
March 3, 2025
in ଓଡିଶା
0
ରାଜ୍ଯରେ ଏବେଠୁ ଡରାଇଲାଣି ଖରା
0
SHARES
7
VIEWS
FacebookTwitter

ଭୁବନେଶ୍ବର : ରାଜ୍ଯରେ ଏବେଠୁ ଡରାଇଲାଣି ଖରା ।  ୩୮ ଡ଼ିଗ୍ରୀ ସେଲସିୟସ ପାର କଲା ତାପମାତ୍ରା । ବୌଦ୍ଧ ଓ ବଲାଙ୍ଗିରରେ ରେକର୍ଡ କରିଛି ତାତି। ୩୮.୨ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି ।  ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୮ ଟପିଛି ତାପମାତ୍ରା ।  ଏଥିସହ ୧୧ଟି ସହରରେ ୩୭ ଟିପିଛି ପାରଦ ।

ସୋନପୁର, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଭବାନୀପାଟଣା, ହୀରାକୁଦ, ବୌଦ୍ଧ ଓ ବାରିପଦାରେ ୩୭ ଡିଗ୍ରୀରୁ ଅଧିକ ରହିଥିଲା ଦିନ ତାପମାତ୍ରା ।  ମାର୍ଚ୍ଚ ଆରମ୍ଭରୁ ଏଭଳି ସ୍ଥିତି ଉପୁଜିଲାଣି। ଆଗକୁ ସ୍ଥିତି ଅସମ୍ଭାଳ ହେବା ଆଶଂକା । ରବିବାର ଅପରାହ୍ଣ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଅତିକ୍ରମ କରିଛି ।

ଶନିବାର ଏହି ସମୟରେ ରାଜଧାନୀ ତାପମାତ୍ରା ୩୪ଡିଗ୍ରୀ ଥିଲା। ସେହିପରି ଚାନ୍ଦବାଲିରେ ଦିନ ତାପମାତ୍ରା ଅପରାହ୍ଣ ସାଢ଼େ ୨ଟା ସୁଦ୍ଧା ୩୫.୪ଡିଗ୍ରୀ ରେକର୍ଡ ହୋଇଛି। ଶନିବାର ଏହି ସମୟରେ ଦିନ ତାପମାତ୍ରା ୩୪.୮ଡିଗ୍ରୀ ରେକର୍ଡ ହୋଇଥିଲା ।

Tags: heat waveodishaweather report
ShareTweetShareSend
Sanchar Live

Sanchar Live

Next Post
ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବଚ୍ ଙ୍କ ବଢ଼ିଲା ଅଡୁଆ

ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବଚ୍ ଙ୍କ ବଢ଼ିଲା ଅଡୁଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.