Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଲଘୁଚାପ, ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ

Sanchar Live by Sanchar Live
June 26, 2025
in ଓଡିଶା
0
ଆଜି ଲଘୁଚାପ, ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ
0
SHARES
83
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଲଘୁଚାପ ।  ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ  ରହିଛି ।  ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ  ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତାକାଲି ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ଏଣୁ ଏହି ୪ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ରଥଯାତ୍ରା ଦିନ ରାଜ୍ୟରେ ବର୍ଷାର ପ୍ରକୋପ ସାମାନ୍ୟ କମିବ। ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିନ୍ତୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷିପାରେ ।  ୨୮ ତାରିଖ ଦିନ ବି ରାଜ୍ୟର କେତେକାଂଶରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।   ଗତକାଲି ଦିନ ସାରା ବର୍ଷା ଲାଗିରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

 

Tags: low pressureodisharainweather report
ShareTweetShareSend
Sanchar Live

Sanchar Live

Next Post
ରଥ ଯାତ୍ରା ପାଇଁ ସ୍ଵତନ୍ତ୍ର ଟ୍ରାଫିକ୍ ମୋବିଲିଟି ପ୍ଲାନ୍ ଚୂଡ଼ାନ୍ତ

ରଥ ଯାତ୍ରା ପାଇଁ ସ୍ଵତନ୍ତ୍ର ଟ୍ରାଫିକ୍ ମୋବିଲିଟି ପ୍ଲାନ୍ ଚୂଡ଼ାନ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.