Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
August 12, 2025
in ଓଡିଶା
0
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
0
SHARES
97
VIEWS
FacebookTwitter

ଆଜିଠାରୁ ପ୍ରବଳ ବର୍ଷା । ଆସନ୍ତାକାଲି ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା , ଗଞ୍ଜାମ , ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୬ ତାରିଖରୁ ବର୍ଷା ପରିମାଣ କମିବ  ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.