Sunday, September 27, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Sanchar Live by Sanchar Live
August 28, 2024
in ଓଡିଶା
0
ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଧୁମ ବର୍ଷା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଲଘୁଚାପ ର ରୂପ ନେବ । ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଓଡିଶା ଉତ୍ତର ଆନ୍ଧ୍ର ପ୍ରଦେଶ ମୁହାଁ ହୋଇ ସ୍ଥଳଭାଗ ଅତିକ୍ରମ କରିବ । ପ୍ରଭାବର ଆଜିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ । ପ୍ରବଳ ବର୍ଷା ନେଇ ଆଜି ୧୯ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ସମୟରେ ତଳି ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳ ରେ କୂତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବା ନେଇ ସତର୍କ କରିଚି ପାଣିପାଗ କେନ୍ଦ୍ର । ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗିରହିବ ବର୍ଷା । ୧ ତାରିଖରୁ ବର୍ଷାର ପରିମାଣ କମିବ । ବର୍ଷା ସମୟରେ ଘଣ୍ଟାପ୍ରତି ୩୫ ରୁ ୪୫ କିଲୋମିଟର ବେଗରେ ବହିବ ପବନ । ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ । ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର । ସେଥିପାଇଁ ୩୦ ଓ ୩୧ ରେ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
କଙ୍ଗନାଙ୍କ ଅରୁଚିକର ମନ୍ତବ୍ୟ, ଚଣ୍ଡିଗଡ଼ରେ ଆପ ପକ୍ଷରୁ ବିକ୍ଷୋଭ

କଙ୍ଗନାଙ୍କ ଅରୁଚିକର ମନ୍ତବ୍ୟ, ଚଣ୍ଡିଗଡ଼ରେ ଆପ ପକ୍ଷରୁ ବିକ୍ଷୋଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ନାବାଳିକା ପତ୍ନୀଙ୍କ ସହ ଶାରୀରିକ ସଂପର୍କ ରଖିବା ପୋକ୍ସୋ ଆଇନ ଅନୁସାରେ ଅପରାଧ
  • AI ଖାଇଗଲା ଚାକିରି, ସାମ୍ନାକୁ ଆସିଲା ସାଙ୍ଘାତିକ ତଥ୍ୟ
  • ବିମାନ ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ସ୍ଵପ୍ନରେ ନବବଧୂକୁ କାନ୍ଦିବା ଦେଖୁଛନ୍ତି କି ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.