Wednesday, June 25, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Sanchar Live by Sanchar Live
September 13, 2024
in ଓଡିଶା
0
ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
0
SHARES
32
VIEWS
FacebookTwitter

ଦକ୍ଷିଣ ପୂର୍ବ ବାଂଲାଦେଶ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ। ଏହି ଅବପାତ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶାରେ ଅଧିକ ରହିବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ କେନ୍ଦ୍ରୀୟ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷା ହେବ।

ଏହି ଲଘୁଚାପର ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା କରାଯାଇଛି। ସେହିପରି ଶନିବାର ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ସମୁଦ୍ର ମଧ୍ୟରେ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡକୁ ସତର୍କତା ଜାରି କରାଯାଇଛି। ଏହି ୩ଟି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ପ୍ରବଳ ବର୍ଷା ନେଇ ଝାରସୁଗୁଡା, ସମ୍ବଲପୁର, ଦେବଗଡ, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ, ରାୟଗଡା, କଳାହାଣ୍ଡି ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ନେଇ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି।

Tags: lowpressurerainweather report
ShareTweetShareSend
Sanchar Live

Sanchar Live

Next Post
କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୪ ଘଣ୍ଟାରେ ଲଘୁଚାପ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
  • ପୋଲାର୍ଡଙ୍କ ବିରଳ ରେକର୍ଡ : ୭୦୦ ଟି-ଟ୍ୱେଣ୍ଟି ଖେଳିବାରେ ପ୍ରଥମ ଖେଳାଳି
  • ୨ୟ ଭାରତୀୟ ଭାବେ ମହାକାଶକୁ ଗଲେ ଶୁଭାଂଶୁ ଶୁକ୍ଳା
  • ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ମନୋହର ଲାଲଙ୍କୁ ଭେଟିଲେ ଧର୍ମେନ୍ଦ୍ର
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.