Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଉଦଘାଟିତ

Sanchar Live by Sanchar Live
February 28, 2025
in ଓଡିଶା
0
ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଉଦଘାଟିତ
0
SHARES
10
VIEWS
FacebookTwitter

ପୁରୀ: ପୁରୀରେ ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଉଦଘାଟିତ ହୋଇଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ମୁଖ୍ୟ ଅତିଥିଭାବରେ ଯୋଗ ଦେଇ ସ୍ୱାସ୍ଥ୍ୟ ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ, ସାଂସଦ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁସ୍ଥ ଭାରତ ବନେଇବାରେ ଯେଉଁ ଅଭିଯାନ ଚାଲିଛି ଓଡ଼ିଶା ଏଥିରେ ଏକ ଗୁରୁତ୍ୱ ଭୂମିକା ଗ୍ରହଣ କରିବ । ଆମର ଲକ୍ଷ୍ୟ ଅଛି ‘ସୁସ୍ଥ ଓଡ଼ିଶା ଓ ସମୃଦ୍ଧ ଓଡ଼ିଶା’ । ଏଥିରେ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଲଭ ସେବା ଯୋଗାଇ ଦିଆଯିବ । ଜାତୀୟ ସ୍ୱାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଓଡ଼ିଶାରେ ଶିଶୁ ମୃତ୍ୟୁ ହାର ହ୍ରାସ ପାଇଛି । ମାତ୍ର ଏହା ଆମ ସନ୍ତୋଷଜନକ ନୁହେଁ । ଦେଶରେ ଯେଉଁ ରାଜ୍ୟମାନେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରୁଛନ୍ତି ତାଙ୍କ ସ୍ତରକୁ ଓଡ଼ିଶାକୁ ଆଣିବାକୁ ଚେଷ୍ଟା କରିବୁ ।

ଆମ ନୂଆ ସରକାର ଲୋକଙ୍କ ଆଶା ଏବଂ ଆକାଂକ୍ଷାକୁ ନେଇ କାମ କରିବା ଆରମ୍ଭ କରିଦେଇଛି । ସ୍ୱାସ୍ଥ୍ୟ ସେବାରେ ସୁଧାର ପାଇଁ ଆମ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛନ୍ତି । ଏହା ଏକ ଐତିହାସିକ ପଦକ୍ଷେପ ଅଟେ । ପୂର୍ବରୁ ଓଡ଼ିଶାର ଲୋକମାନେ ସାରା ଦେଶର ମାତ୍ର ୯୦୦ଟି ଘରୋଇ ମେଡ଼ିକାଲରେ ସ୍ୱାସ୍ଥ୍ୟ ସୁବିଧା ପାଉଥିବାବେଳେ ବର୍ତ୍ତମାନ ୨୯ ହଜାର ମେଡ଼ିକାଲରେ ଚିକିତ୍ସା ସୁବିଧା ପାଇ ପାରିବେ ।  ଏହା ବିଶେଷ କରି ପ୍ରବାସୀ ଶ୍ରମିକଙ୍କ ପାଇଁ ଲାଭ ଦାୟକ ହେବ । ଯେତେବେଳେ ରାଜ୍ୟର ସ୍ୱାସ୍ଥ୍ୟ ସେବା ଦେଶର ସ୍ୱାସ୍ଥ୍ୟ ସେବାରେ ସମିଶ୍ରଣ ହେବ ତେବେ ଆମ ଦେଶର ଅର୍ଥନୈତିକ କ୍ଷେତ୍ରରେ ଅଗ୍ରଗତି ହେବ ।

Tags: helth meetingpuri
ShareTweetShareSend
Sanchar Live

Sanchar Live

Next Post
ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.