Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଶୁଖିଲା କାଶ ହେଉଛି କି? ଉପଚାର ପାଇଁ ଆପଣାନ୍ତୁ ଏହି ଉପାୟ

Sanchar Live by Sanchar Live
November 11, 2024
in ଜୀବନ ଶୈଳୀ
0
ଶୁଖିଲା କାଶ ହେଉଛି କି? ଉପଚାର ପାଇଁ ଆପଣାନ୍ତୁ ଏହି ଉପାୟ

Oplus_131072

0
SHARES
20
VIEWS
FacebookTwitter

ଭୁବନେଶ୍ୱର: ବର୍ତ୍ତମାନ ଅଧିକାଂଶଙ୍କଠାରେ ଦେଖାଦେଉଛି ଜ୍ୱର ଏବଂ ଥଣ୍ଡା ସମସ୍ୟା। ଏହା ପରେ ଲାଗିରହୁଛି ଦୀର୍ଘଦିନ ଧରି କାଶ । ଏଥିପାଇଁ ଡାକ୍ତରଙ୍କ ପାଖକୁ ଯିବା ଏବଂ ବାରମ୍ବାର ଔଷଧ ସେବନ କରିବା ପରେ ମଧ୍ୟ ସହଜେ କମୁନି ସମସ୍ୟା । ଏମିତିରେ କେତେକ ଘରୋଇ ଉପଚାର ଦ୍ୱାରା ଆପଣ ଉପକୃତ ହୋଇପାରିବେ। ଜାଣିରଖନ୍ତୁ ସେ ସମ୍ପର୍କରେ…

ଗରମ ଲୁଣପାଣି: ଏହା ହେଉଛି କାଶ କମାଇବା ପାଇଁ ସବୁଠୁ ଭଲ ଉପାୟ। ଦିନକୁ ଅତି କମ୍‌ରେ ୪-୫ ଥର ଗରମ ଲୁଣପାଣିରେ ଗାର୍ଗେଲିଂ କରନ୍ତୁ। ଏହାଦ୍ୱାରା କଫ ତରଳି ଯିବା ସହ କାଶ ମଧ୍ୟ ଧୀରେ ଧୀରେ କମିଯିବ।

ଅଦା ଓ ଲୁଣ: ଅଧିକ କାଶ ହେଉଥିଲେ ଖଣ୍ଡେ ଅଦାରେ ଅଳ୍ପ ଲୁଣ ଲଗାଇ କଳରେ ଜାକନ୍ତୁ। ଏହାକୁ ଅଳ୍ପ ଅଳ୍ପ ଚୋବାନ୍ତୁ ଯେପରି ରସ ବାହାରି ଗଳାକୁ ଆରାମ ଦେବ।
ମହୁ ଓ ଗୋଲମରିଚ: ଏକ ଚାମଚ ମହୁରେ ୪-୫ଟି ଗୋଲମରିଚ ଗୁଣ୍ଡ ମିଶାଇ ଖାଆନ୍ତୁ, କାଶ ସମସ୍ୟାରୁ ଉପଶମ ମିଳିବ। ମହୁରେ ଥିବା ଆଣ୍ଟି ବ୍ୟାକ୍ଟେରିଆଲ୍‌ ଗୁଣ କାଶ କମାଇଥାଏ।
ତୁଳସୀପତ୍ର, ଅଦା ଓ ମହୁ: ଶୁଖିଲା କାଶ କମାଇବା ଲାଗି ତୁଳସୀପତ୍ର ଓ ଅଦା ରସରେ ମହୁ ମିଶାଇ ଖାଇଲେ ବେଶ୍‌ ଭଲ କାମ କରିଥାଏ। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ।
ଉଷୁମ ପାଣି ଓ ମହୁ: କାଶ ହେଉଥିଲେ ଥଣ୍ଡା ପାଣି କିମ୍ବା ଆଇସ୍‌କ୍ରିମ୍‌ ଭଳି ଥଣ୍ଡା ଜାତୀୟ ଖାଦ୍ୟ ଆଦୌ ଖାଆନ୍ତୁ ନାହିଁ। ମଝିରେ ମଝିରେ ଉଷୁମ ପାଣିରେ ଅଳ୍ପ ମହୁ ମିଶାଇ ପିଅନ୍ତୁ ଗଳାକୁ ଆରାମ ମିଳିବ।

 

Tags: Helth tipskasa
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.