Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସମ୍ବଲପୁର ନ୍ୟାସନାଲ ହାଇୱେ ସର୍କଲ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ ଆସବାବ ପତ୍ର ସିଲ୍

Sanchar Live by Sanchar Live
April 2, 2025
in ଓଡିଶା
0
ସମ୍ବଲପୁର ନ୍ୟାସନାଲ ହାଇୱେ ସର୍କଲ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ ଆସବାବ ପତ୍ର ସିଲ୍
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ସମ୍ବଲପୁରସ୍ଥିତ ନ୍ୟାସନାଲ ହାଇୱେ ସର୍କଲ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ ଆସବାବ ପତ୍ର ସିଲ୍ l ସିନିୟର ସିଭିଲ ଜଜ କୋର୍ଟଙ୍କ ନିର୍ଦ୍ଦେଶରେ ହୋଇଛି ସିଲ l ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡର ବକେୟା ଟଂକା ନ ଦେବାରୁ ସିଲ୍ ହେଲା କାର୍ଯ୍ୟାଳୟ l ଗତ ୨୦୦୭ ଓ ୨୦୦୮ ମସିହାରେ କେଉଁଝର ଜାତୀୟ ରାଜପଥର କାର୍ଯ୍ୟ କରାଯାଇଥିଲା। ଏହି କାମର ବକେୟା ଟଙ୍କା ୭୪ ଲକ୍ଷ ବାକି ରହିଥିଲା l ତେବେ ମୂଳ ଟଙ୍କାକୁ ମିଶାଇ ବର୍ତ୍ତମାନ ପାଖାପାଖି ୧ କୋଟି ୪୨ ଲକ୍ଷ ଟଂକା ବକେୟା ଥିବା ସୂଚନା ମିଳିଛି। ୨୦୦୭-୨୦୦୮ରେ ୪୦୧ ରୁ ୪୧୨ କିଲୋମିଟର ଏନଏଚ ୬ କେନ୍ଦୁଝର ଡିଭିଜନର କାମ ହୋଇଥିଲା | ଏନେଇ ଠିକାଦାର ବାରମ୍ବାର ସମ୍ବଲପୁରସ୍ଥିତ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଵା ପରେ ୨୦୧୪ ରେ ଏନେଇ କୋର୍ଟରେ କେସ କରିଥିଲେ l ଆଜି କୋର୍ଟଙ୍କ ନିର୍ଦ୍ଧେଶ କ୍ରମେ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ ଆସବାବ ପତ୍ର ସିଲ କରାଯାଇଛି l

Tags: sambalpursill
ShareTweetShareSend
Sanchar Live

Sanchar Live

Next Post
ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.