ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
ମେଷ : ଆପଣ ନିଜ ଚିନ୍ତାଧାରା ଓ ନିଷ୍ପତ୍ତିକୁ ଶେଷ ମୁହୂର୍ତ୍ତରେ ବଦଳାଇ ଦେଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ...
ମେଷ : ଆପଣ ନିଜ ଚିନ୍ତାଧାରା ଓ ନିଷ୍ପତ୍ତିକୁ ଶେଷ ମୁହୂର୍ତ୍ତରେ ବଦଳାଇ ଦେଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ...
ଭୁବନେଶ୍ୱର : ରାଜ୍ୟରେ ବିପଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଆସନ୍ତା ୧୦ ତାରିଖରେ ବିକ୍ଷୋଭ କରିବ କଂଗ୍ରେସ । ସମସ୍ତ ଜିଲ୍ଲାରେ ଜିଲାପାଳ କାଯ୍ୟାଳୟ ସମ୍ମୁଖରେ...
ସୁନ୍ଦରଗଡ଼: ପରକୀୟା ପ୍ରୀତି ହେଲା କାଳ। ପରକୀୟା ପ୍ରୀତି ସନ୍ଦେହ କରି ସ୍ବାମୀ ନେଲା ସ୍ତ୍ରୀର ଜୀବନ। ସୁନ୍ଦରଗଡ଼ ଜିଲ୍ଲା ଭବାନୀପୁର ରଜାମୁଣ୍ଡାରେ ଘଟିଛି ଏଭଳି ଅଭାବନୀୟ...
ଭୁବନେଶ୍ୱର : ବନ୍ଧା ହେଲେ କୋଟିପତି ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ-STA ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି ଗିରଫ ।...
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଉଷ୍ଣ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ତାତି ଅଧÒକ...
© 2024 Sanchar News