Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
November 4, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
8
VIEWS
FacebookTwitter

ମେଷ: କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। ଜରୁରି କାମ ପୂରା ହେବା ସମ୍ଭାବନା ଅଧିକ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ପରିବାର ଲୋକ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି।

ବୃଷ: ପୁରୁଣା ଦିନରୁ କରୁଥିବା କାମ ଯୋଜନା ମୁତାବକ ହେବ। ପରିସ୍ଥିତିକୁ ଦେଖୀ ଭୟ କରନ୍ତୁନି। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ବନ୍ଧୁଙ୍କ ସହଯୋଗରେ ନୂତନ ବ୍ୟବସାୟ ଆରମ୍ଭ କରିବେ।

ମିଥୁନ: ଜୀବନରେ ଆସୁଥିବା ସମସ୍ୟାକୁ ନେଇ ଚିନ୍ତା କରନ୍ତୁନି। ବାଦବିବାଦରୁ ଦୂରେଇ ରୁହନ୍ତୁ। କାର୍ଯ୍ୟ କଠିନ ଲାଗିବ। ଦାୟିତ୍ବକୁ ପୂରା କରନ୍ତୁ। କ୍ୟାରିୟର ସମ୍ବନ୍ଧୀୟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

କର୍କଟ: ଦିନଟି ସକାରାତ୍ମକ ରହିବ। କାମରୁ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ା ଏବଂ ଖେଳ ପ୍ରତି ଅଧିକ ଧ୍ୟାନ ଦେବେ। ଘରେ ସୁଖ ଶାନ୍ତି ମିଳିବ। କାମର ମାନ ଉପରେ ଧ୍ୟାନ ଦିଅନ୍ତୁ।

ସିଂହ: ଧାର ଦେଇଥିବା ଅର୍ଥ ଫେରିପାଇବେ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖୀବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅନ୍ୟ ଉପରେ ଭରସା କରିବା ଅନୁଚିତ।

କନ୍ୟା: ନକାରାତ୍ମକ ପରିସ୍ଥିତିରେ ନିଜକୁ ସମ୍ଭାଳନ୍ତୁ। ଅବିବାହିତ ବ୍ୟକ୍ତିଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ନିଜ ବିଚାରଶକ୍ତି ଉପରେ ଭରସା ରଖନ୍ତୁ। ଦିନସାରା ବ୍ୟସ୍ତ ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ବ୍ୟବସାୟିକ କ୍ଷେତ୍ରରେ ପୁଞ୍ଜିନିେବଶ କରିବା ପୂର୍ବରୁ ଭଲଭାବେ ଚିନ୍ତା କରନ୍ତୁ। ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ। ଘର କାମରେ ବ୍ୟସ୍ତ ରହିପାରନ୍ତି।

ଧନୁ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନେବା ଭଲ। ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ବନ୍ଧୁଙ୍କଠାରୁ ଖୁସି ଖବର ମିଳିପାରେ।

ମକର: ଧୈର୍ଯ୍ୟ ରଖୀ ଆଗକୁ ବଢ଼ନ୍ତୁ। ଟଙ୍କା ନେଣଦେଣ କିମ୍ବା କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖୀବା ଭଲ। ଗୁରୁଜନଙ୍କ ପରାମର୍ଶରେ ଭବିଷ୍ୟତ ନିଷ୍ପତ୍ତି ନେବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ।

ମୀନ: ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟପାରରେ ଦିନଟି ଭଲ ବିତିବ। ଅଫିସ ରାଜନୀତିରେ ଆଦୌ ମୁଣ୍ଡ ପୂରାନ୍ତୁନି। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୨୯ରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜି ଝାଡ଼ଖଣ୍ଡରେ ଦୁଇଟି ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.