Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Sanchar Live by Sanchar Live
December 6, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
77
VIEWS
FacebookTwitter

ମେଷ : ପାରିବାରିକ କ୍ଷେତ୍ରର ଅସ୍ଥିରତା ସୃଷ୍ଟି ହୋଇପାରେ । ଆଜି କାମକୁ ପୁରା କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । ଈର୍ଷାପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ସମାଲୋଚନା କରିପାରନ୍ତି । ସ୍ବାସ୍ଥ୍ୟ ସମସ୍ୟାଜନିତ ଅସ୍ଥିରତାରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ।

ବୃଷ : ଆଜି ଆପଣ ଅସ୍ବାଭାବିକ ପରିସ୍ଥିତିକୁ ସଜାଡ଼ି ନେବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା ବନ୍ଧୁଟିକୁ ଖୋଜି ନ ପାଇ ବ୍ୟସ୍ତ ହୋଇପାରନ୍ତି । ଯେକୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହୋଇପାରନ୍ତି । ରୋଗ, ଋଣ ଓ ଶତ୍ରୁତା ଦୁଶ୍ଚିନ୍ତାର ମୁଖ୍ୟ କାରଣ ହୋଇପାରେ ।

ମିଥୁନ : ଆଜି ଯୋଜନାଗୁଡ଼ିକ ଠିକ୍‌ କାର୍ଯ୍ୟକାରୀ କରିପାରିବେ । ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପୂର୍ବ ପରିକଳ୍ପିତ ଦର୍ଶନୀୟ ସ୍ଥାନକୁ ସାଙ୍ଗସାଥୀଙ୍କ ସହ ଭ୍ରମଣ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସମସ୍ତ କଥା ଜାଣିଶୁଣି ମଧ୍ୟ ନୀରବତାକୁ ଶ୍ରେୟ ମନେକରିପାରନ୍ତି ।

କର୍କଟ : ଆପଣଙ୍କ କାର୍ଯ୍ୟକଳାପ ବନ୍ଧୁଙ୍କ ଜରିଆରେ ବାହାରେ ଆଲୋଚନାକୁ ସରଗରମ କରିବ । କୌଣସି ଲୋକକୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହେବେ । ଦ୍ରବ୍ୟନଷ୍ଟ କିମ୍ବା ଧନହାନି ଘଟିପାରେ । ଦୀର୍ଘଦିନରୁ ମନ ଭିତରେ ଲୁଚି ରହିଥିବା ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ ।

ସିଂହ : ସ୍ବାସ୍ଥ୍ୟ ଠିକ୍‌ ରହିବା ସହ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । କାର୍ଯ୍ୟ ସାଧନ ପାଇଁ ଅନୁକୂଳ ପରିବେଶ ଅଭାବରୁ ଚିନ୍ତା ପ୍ରକଟ କରିପାରନ୍ତି । ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ । ଆଜି କୌଣସି ଅନୁଷ୍ଠାନ କାର୍ଯ୍ୟରେ ଯୋଗଦେଲେ ସମ୍ମାନିତ ହେବେ ।

କନ୍ୟା : ଟେନ୍‌ସନ ସବୁ ସମୟରେ ଲାଗି ରହିଥିବା କାରଣରୁ ମନ ଭଲ ରହି ନ ପାରେ । ଯେତେ ପାଇଲେ ମଧ୍ୟ ଅଭାବବୋଧ ଅନୁଭବ କରିବେ । କଳା, କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିପାରେ । ଶାରୀରିକ ଅସୁସ୍ଥତା ସତ୍ତ୍ୱେ ଘରକାମ କରିବାକୁ ବାଧ୍ୟ ହୋଇପାରନ୍ତି ।

ତୁଳା : କୌଣସି କାମରେ ନିଜର ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମନସ୍କ ରହିପାରନ୍ତି । ପରିସ୍ଥିତି ପ୍ରତି ଲକ୍ଷ୍ୟ ରଖି କାମ ନ କଲେ ଅସୁବିଧାରେ ପଡ଼ିବେ । ସହକର୍ମୀଙ୍କ ସହ ବହୁଦିନର ମତାନ୍ତର ଓ ମନାନ୍ତର ସମାଧାନ ହେବ । ପାରିବାରିକ ଜୀବନରେ ବୁଝାମଣା ହେବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ବିଛା : କାର୍ଯ୍ୟ ସାଧନ ପରିପେକ୍ଷୀରେ ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିବେ । ଅସାବଧାନତାରୁ ଧନହାନି ଘଟିବାର ପୁରା ସମ୍ଭାବନା ରହିଛି । ପରିବାର ସହିତ ଖୁସିର ସମୟ କାଟିବେ । ସାଙ୍ଗମାନଙ୍କ ସହିତ ବାହାରକୁ ଯିବାର ଯୋଜନା କରିପାରନ୍ତି ।

ଧନୁ : ଖୁସିରେ ରହିଲେ ମଧ୍ୟ ମାନସିକ ସ୍ଥିରତା ରହି ନ ପାରେ । ପ୍ରିୟ ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ମନକୁ ବିଚଳିତ କରିପାରେ । ନିର୍ମାଣାଧୀନ ଗୃହ, ଯାନବାହନକୁ ନେଇ ଖୁସି ମନାଇବେ । ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରି ସମ୍ଭାବ୍ୟ ବିପଦକୁ ଦୂରେଇଦେବେ ।

ମକର : ଚେଷ୍ଟା କରୁଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁମାନେ ସାହାଯ୍ୟ କରିପାରନ୍ତି । ପୂର୍ବର ସମସ୍ୟାକୁ କେନ୍ଦ୍ରକରି ଗୃହ,ଭୂମି,ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ । ଆକସ୍ମିକ ଭାବରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟିବ । ବନ୍ଧୁଙ୍କ କଥା ଶୁଣି ବହୁତ ଖୁସି ରହିବେ ।

କୁମ୍ଭ : ପରିବାରରୁ ଆଶାନୁରୂପ, ସ୍ନେହ, ଶ୍ରଦ୍ଧା ଓ ସହାନୁଭୁତି ପାଇବା କମି ଯାଇପାରେ । ଦେହରେ କୌଣସି ବଡ଼ ଧରଣର ରୋଗ ନ ଥାଇ ମଧ୍ୟ ଦୁର୍ବଳତା ଅନୁଭବ କରିବେ । ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି କିଛି ଟେନ୍‌ସନ ବଢ଼ିଯିବ ।

ମୀନ : ଆପଣଙ୍କ ଆଜି କିଛି ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି । ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ । କୌଣସି ବ୍ୟକ୍ତିଙ୍କୁ ଗଭୀର ବିଶ୍ୱାସକରି ପ୍ରତାରିତ ହେବା ସମ୍ଭାବନା ରହିଛି । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ ।

Tags: horoscooerashifala
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ACF

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.