Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିକୁ ମିଳିବ ଶୁଭ ଖବର, ଜାଣନ୍ତୁ କଣ ରହିଛି ରାଶିଫଳ

Sanchar Live by Sanchar Live
September 10, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
44
VIEWS
FacebookTwitter

ମେଷ– ସପ୍ତମ ଚନ୍ଦ୍ର ଯୋଗୁଁ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଆର୍ଥିକ ଲାଭର ଯୋଗ ରହିଛି । ସମସ୍ତ ସମସ୍ୟାକୁ ପଛରେ ପକାଇ ଆଗକୁ ବଢ଼ିବାକୁ ମନସ୍ଥ ହେବେ । କାର୍ଯ୍ୟ କ୍ଷେତ୍ରରେ ନିଜକୁ ପ୍ରଭାବଶାଳୀ ମନେ କରିବେ । ଛାତ୍ରଛାତ୍ରୀମାନେ ନୂତନ ପନ୍ଥା ଅବଲମ୍ବନ କରିବେ ।

ବୃଷ– ସୁଖ ସୌଭାଗ୍ୟ ଲାଭ କରିବେ । ଶତ୍ରୁ ହାନି ହେବ । ଦିନଟି ଆତ୍ମବିଶ୍ବାସରେ ଭରି ରହିବ ।

ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ। କର୍ମ କ୍ଷେତ୍ରରେ ନିଜ କର୍ମରେ ଧ୍ୟାନ ଦିଅନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀଙ୍କ ମନୋବଳ ଦୃଢ଼ ହେବ ।

ମିଥୁନ– ଦିନଟିରେ ମଧ୍ୟମ ଫଳ ଦେବ। ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ସାମାନ୍ୟ ଚିନ୍ତାରେ ରହିବେ । ମାଲିମକୋଦ୍ଦମା ଆପଣଙ୍କ ସପକ୍ଷରେ ରହିବ। ପରିଶ୍ରମ ଅଧିକ ରହିବ । ଗୃହକୁ ଅତିଥିଙ୍କ ଆଗମନ ହେବ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ପରିଶ୍ରମୀ ହେବେ ।

କର୍କଟ– ଦିନଟି ମିଶ୍ର ଫଳ ପ୍ରଦାନ କରିବ । ପରିବାରରେ କଳହ ହେବାର ସମ୍ଭାବନା ରହିଛି । ଚାକିରି କ୍ଷେତ୍ରରେ ସହଯୋଗୀଙ୍କ ସହ ମତଭେଦ ସୃଷ୍ଟି ହେବ। ବ୍ୟବସାୟରେ ନେଣ ଦେଣ ଲାଗି ରହିବ ଚିନ୍ତାଗ୍ରସ୍ତ ହେବ । ବିଦ୍ୟାର୍ଥୀମାନେ ବିଳମ୍ବରେ ସଫଳତା ପ୍ରାପ୍ତ କରିବେ ।

ସିଂହ– ରାଜ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ମନ ପ୍ରଫୁଲ୍ଲ ରହିବ । ବ୍ୟବସାୟରେରେ ଉତ୍ତମ ଫଳ ପ୍ରାପ୍ତ ହେବ। ଆଧ୍ୟାତ୍ମିକ ଚିନ୍ତାଧାରାରେ ବିଶ୍ୱାସ ରଖିବେ । ନୂଆ ଚାକିରି ମିଳିପାରେ। ଯାନ ବାହାନ କ୍ରୟ ପାଇଁ ଦିନଟି ଭଲ ରହିଛି ।

କନ୍ୟା– ଦିନଟି ଉତ୍ତମ ଫଳ ଦେବ। ବାହ୍ୟ ସ୍ଥାନରୁ ପ୍ରଶଂସା ମିଳିବ। ଅଟକିଥିବା ସରକାରୀ କାର୍ଯ୍ୟ ଆଗକୁ ବଢିବ । ବ୍ୟବସାୟରେ ଆଶା ଅନୁସାରେ ଲାଭ ପ୍ରାପ୍ତି ହେବ । ଯାନବାହାନ କ୍ରୟ କରିବେ । ବିଦ୍ୟାର୍ଥୀମାନେ ଗୁରୁଜନଙ୍କ ଆଶୀର୍ବାଦ ନିଅନ୍ତୁ ।

ତୁଳା– ରାଶିକୁ ଶ୍ରୀ ଚନ୍ଦ୍ର ଯୋଗରହିଛି । ଚାକିରିରେ ପଦୋନ୍ନତି ଯୋଗ ରହିଛି । ଆୟର ପରିମାଣ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ଲାଭବାନ ହେବେ । ବ୍ୟବସାୟ ଆଗକୁ ବଢ଼ିବ ।

ବିଛା– ଦ୍ଵାଦଶ ଚନ୍ଦ୍ର ହେତୁ ବ୍ୟୟ ବୃଦ୍ଧି ହେବ । ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ । ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି-ପତ୍ନୀଙ୍କ ଭିତରେ ମନୋ-ମାଳିନ୍ୟ ଦେଖାଦେବ । ବିଦ୍ୟାର୍ଥୀମାନେ ଅଳସୁଆ ହେବେ ।

ଧନୁ– ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ। ବନ୍ଧୁଙ୍କ ଗମନ ଗୃହକୁ ହେବ । କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବାରୁ ମନ ପ୍ରଫୁଲ୍ଲ ରହିବ । ଧନ ଆଗମନର ସୂଚନା ରହିଛି । ବ୍ୟବସାୟ ଆଗକୁ ବଢ଼ିବ । କର୍ମ କ୍ଷେତ୍ରରେ ସହଯୋଗ ଓ ଶିକ୍ଷା କ୍ଷେତ୍ରରେ ସଫଳତାର ଯୋଗ ରହିଛି ।

ମକର– ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ । ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇ ଖୁସି ହେବେ । ପରିବାରର ସହଯୋଗ ମିଳିବ । ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି । ଅଟକିଥିବା କାର୍ଯ୍ୟ ପୁନଃ ଆରମ୍ଭ ହେବ। ଗୃହସ୍ଥ ଜୀବନ ସୁଖମୟ ହେବ ।

କୁମ୍ଭ– ଦିନଟି ଖୁସିରେ କଟିବ । ରାଜନୀତିରେ ପଦୋନ୍ନତିର ଯୋଗ ରହିଛି । ନୂଆ ଚାକିରି ହାତ ପାଖରେ ପହଞ୍ଚିବ। ଅଧିକ ପରିଶ୍ରମ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସଫଳ ହେବ । କର୍ମ କ୍ଷେତ୍ରରେ ପ୍ରଶଂସା ମିଳିବ । ବିଦ୍ୟାର୍ଥୀମାନେ ସଫଳ ହେବ ।

ମୀନ– ଶାରୀରିକ ପୀଡ଼ା ଅନୁଭବ କରିବେ । ବନ୍ଧନର ଭୟ ଲାଗି ରହିବ । ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ଅଧ୍ୟୟନରେ ସମୟ ନିବେଶ କରିବାକୁ ଇଚ୍ଛା ପ୍ରକାଶ କରିବେ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ସୋମବାର ସ୍କୁଲ ଛୁଟି

ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.