Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହିସବୁ ରାଶିଙ୍କ ଖୋଲିବ ଭାଗ୍ୟ

Sanchar Live by Sanchar Live
March 10, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?
0
SHARES
75
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆନୁଷ୍ଠାନିକ କିମ୍ବା ଶୁଭ କାର୍ଯ୍ୟରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସିତ ହେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଓ ଅକୁଣ୍ଠ ସମର୍ଥନ ଯୋଗୁ ଆଗେଇଯିବେ । ଜମିବାଡ଼ି କ୍ରୟ କରିବା ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ ।

ବୃଷ : ଭଲ ସମ୍ପର୍କ ନ ଥିବା ଲୋକଟି ସହ ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ । ହାତକୁ ନେଇଥିବା କାମ ସମ୍ପୂର୍ଣ୍ଣ ହେବା କଷ୍ଟକର ହେବ । ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଅଫିସରେ ଅନ୍ୟମାନଙ୍କ କଥା ଭଲ ଲାଗିବ ନାହିଁ ।

ମିଥୁନ : ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ପରେ ଅନୁତାପ କରିବାକୁ ପଡ଼ିବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଘରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ପଡ଼ିପାରେ ।

କର୍କଟ : ଆଜି ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ପ୍ରଶାସନିକ କ୍ଷେତ୍ରରେ ନିଷ୍ପତ୍ତି ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି । ଆଲୋଚନା ସମୟରେ ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଗବେଷଣା, ପ୍ରଶାସନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ।

ସିଂହ : ପିଲାଙ୍କ କୃତି ଓ କୃତିତ୍ୱ ସକାଶେ ମାନସିକ ସ୍ତରରେ ଗର୍ବ ଅନୁଭବ କରିପାରନ୍ତି । ଆଜି ଏକ ଆକସ୍ମିକ ପରିବେଶ ମଧ୍ୟରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ରାଜନୀତି କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଧାରକରଜ କରିପାରନ୍ତି ।

କନ୍ୟା : ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ସାମାଜିକ ସ୍ତରରେ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ । ବାଣିଜ୍ୟ, ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଆନୁଷ୍ଠାନିକ କାମରେ ସମସ୍ୟାବହୁଳ ଭାବରେ ଦିନଟିକୁ ଅତିବାହିତ କରିବେ ।

ତୁଳା : ଦିନଟିରେ ବ୍ୟସ୍ତ ବିବ୍ରତ ନ ହୋଇ ସମୟକୁ ଅପେକ୍ଷା କଲେ ସବୁ ଦିଗରୁ ଉପକୃତ ହେବେ । ଅନ୍ୟମନସ୍କ ହେତୁ ଅସାବଧାନତାଜନିତ ଧନ ହାନି ଘଟିପାରେ । କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ ।

ବିଛା : ଆଜିର ଆଲୋଚନା ସମୟରେ ଅପ୍ରିୟ ସତ୍ୟ କହିବା କାରଣରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି । ଖଳ ଲୋକଙ୍କ ଦ୍ୱାରା କର୍ମକ୍ଷେତ୍ରରେ ଗୁଜବ ମନକୁ ଆତଙ୍କିତ କରିପାରେ । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି । ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ ।

ଧନୁ : ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରନ୍ତି । ଘରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।

ମକର : ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ମନ ଅଶାନ୍ତ ରହିବ । ସାମାଜିକ ସ୍ତରରେ କେତେକ ନୂତନ କାମର ପରିକଳ୍ପନା କରି ପ୍ରଶଂସିତ ହେବେ । ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି ।

କୁମ୍ଭ : କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ମାନସିକ ଦ୍ୱନ୍ଦ୍ୱ ବଢ଼ିବା କାରଣରୁ ତାହା ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ । ଅସୁବିଧା ନ ଥିଲେ ମଧ୍ୟ ଅଫିସିଆଲି କେତେକ ସମସ୍ୟା କାରଣରୁ ମନରେ ସ୍ଥିରତା ରହି ନ ପାରେ । ଅସହିଷ୍ଣୁ ମନୋଭାବରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ । ଅର୍ଥସଂକଟ କେତେକ କାମର ଗତିରୋଧ କରିପାରେ ।

ମୀନ : କେତେକ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଅବସାଦ ଲାଗିରହିବ । ଆତ୍ମୀୟମାନଙ୍କ ସମ୍ବନ୍ଧରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ ମାତ୍ର ତାହା ଅସ୍ଥାୟୀ ଭଳି ମନେ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରୁ ଲାଭବାନ ହେବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା କମିବ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ବାପାର ଦ୍ୱିତୀୟ ବିବାହ ପ୍ରସ୍ତାବ : ଝୁଲି ପଡିଲେ ଦୁଇ ପୁଅ

ବାପାର ଦ୍ୱିତୀୟ ବିବାହ ପ୍ରସ୍ତାବ : ଝୁଲି ପଡିଲେ ଦୁଇ ପୁଅ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.