Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିର ଲୋକେ ଆର୍ଥିକ ରୂପେ ଦୃଢ଼ ହେବେ

Sanchar Live by Sanchar Live
February 11, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ
0
SHARES
38
VIEWS
FacebookTwitter

ମେଷ : ଆଜି ବହୁତ ଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ । ସମ୍ବେଦନଶୀଳ କଥାରେ କିମ୍ବା ପାରିବାରିକ ଜୀବନରେ ସନ୍ତାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି । ଗୃହକୁ ମୂଲ୍ୟବାନ ଜିନିଷ ଆଣିପାରନ୍ତି ।

ବୃଷ : ଆଜି ମନ ଅନୁଯାୟୀ କୌଣସି କାମକୁ ସହଜରେ କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ । କର୍ମକ୍ଷେତ୍ରରେ ମନ୍ଥର ଗତି ସହ ଅଫିସରେ ଫାଇଲ୍‌ ଚାପର ସମ୍ମୁଖୀନ ହୋଇପାରନ୍ତି ।

ମିଥୁନ : ଆଜି ବିବାଦୀୟ ସ୍ଥିତିରେ ନିଜର ଲୋକମାନେ ଶତ୍ରୁତା କରି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ ବିଚାରକମଣ୍ଡଳୀର ସଭାରେ ଆଲୋଚନା ଅସମାପ୍ତ ରହିପାରେ । ପରିସ୍ଥିତି ଭିନ୍ନ ମୋଡ଼ ନେବା କାରଣରୁ ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍‌ ରହିବ ।

କର୍କଟ : ଆକସ୍ମିକ କଳହ ସୃଷ୍ଟି ଯୋଗୁ ନିଜ ଲୋକମାନେ ଦୂରେଇ ଯିବାର ଆଶଙ୍କା ରହିଛି । କର୍ମ କ୍ଷେତ୍ର, ଯାନବାହନ, ଦୋକାନବାଡି, ସଭା ସମିତିରୁ ଉପକୃତ ହେବେ । ପ୍ରତ୍ୟେକ ସମୟରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ । ନିରପେକ୍ଷ ବିଚାରକୁ କେନ୍ଦ୍ରକରି ସମସ୍ୟାର ସମ୍ମୁଖୀନ ହେବେ ।

ସିଂହ : ଗୁରୁତ୍ୱପୂର୍ଣ୍ଣ କାମ ସମ୍ପନ୍ନ ସକାଶେ ଶାରୀରିକ ଅସାମର୍ଥ୍ୟତା ପ୍ରକାଶ ପାଇବ । ହିତାକାଂକ୍ଷୀଙ୍କ ସାହାଯ୍ୟ ମନୋଭାବରୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିପାରେ । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବା ଫଳରେ ଦୁଶ୍ଚିନ୍ତା ବଢ଼ିଯାଇପାରେ । ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ ।

କନ୍ୟା : କାର୍ଯ୍ୟସାଧନରେ ମନ୍ଥରଗତି କାରଣରୁ କିମ୍ବା ପରିଜନଙ୍କ ସ୍ବାସ୍ଥ୍ୟହାନିଜନିତ ମନ ଉଦ୍‌ବେଗ ରହିବ । କୌଣସି କ୍ଷେତ୍ରରେ ହଠାତ୍‌ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ । ଷ୍ଟେସନେରୀ ଜିନିଷ, ନୂତନ ବସ୍ତ୍ର ଅଳଙ୍କାର କିମ୍ବା ଗାଡିମୋଟର ଆଦି କ୍ରୟ କରିବା ସକାଶେ ମନ ବଳାଇ କୃତକାର୍ଯ୍ୟ ହେବେ ।

ତୁଳା : ମନରେ ବିଭିନ୍ନ ଭାବରାଜି ଉଦ୍ରେକ ହେବାରୁ କାର୍ଯ୍ୟଧାରା ନିୟନ୍ତ୍ରିତ ରହି ନ ପାରେ । ପରିବାର ଓ କର୍ମକ୍ଷେତ୍ର ସକାଶେ ଦିନଟି ଶୁଭ ନୁହେଁ । ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା ସଭାସମିତିରେ ପ୍ରଶଂସିତ ହେବେ । ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିୟୋଜିତ ରହିପାରନ୍ତି ।

ବିଛା : ଧନାଧିପ ଉଚ୍ଚସ୍ଥ ଯୋଗୁ ଧନାଗମ, ମିଷ୍ଠାନ୍ନ ପ୍ରାପ୍ତି, ବନ୍ଧୁବସତ୍ଳ ସାଙ୍ଗକୁ ମୁହଁରେ ହସ ଲାଗି ରହିବ । ତଥାପି ସାମୟିକ ବ୍ୟସ୍ତତା କାରଣରୁ ଅଫିସରେ କାମ ଗୋଳମାଳିଆ ଧରିପାରେ । ଦୀର୍ଘଦିନରୁ ଅଟକି ରହିଯାଇଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ । ଆଣ୍ଠୁଠାରୁ ଗୋଡ ତଳକୁ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିପାରନ୍ତି ।

ଧନୁ : ଆଜିର କର୍ମକ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇ ଯିବେ । ପରିବାର ମଧ୍ୟରେ ନିଜର ପ୍ରାଧାନ୍ୟତାକୁ ସହାନୁଭୂତିର ସହ ଜାହିର କରିବା ଠିକ୍‌ ହେବ ।

ମକର : ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପାରିବାରିକ ଦିଗରୁ ପୁରୁଣା କଥାକୁ ବାରମ୍ବାର ଦୋହରାଇବା ଠିକ୍‌ ନ ହୋଇପାରେ । ମୂଲ୍ୟବାନ୍‌ ଦ୍ରବ୍ୟଲାଭ, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ ।

କୁମ୍ଭ : ନିରପେକ୍ଷ ବିଚାର ସାଙ୍ଗକୁ ସୁସଂଯତ କାର୍ଯ୍ୟକଳାପ କାରଣରୁ ଶାନ୍ତି ଓ ସନ୍ତୋଷ ପାଇବେ । ସାମୟିକ କୌଣସି ଜିନିଷର ଅଭାବଜନିତ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଶିଳ୍ପ, ପ୍ରକଳ୍ପ ପ୍ରଭୃତି ନୂଆ ଯୋଜନାର ପରିକଳ୍ପନା ଉପରେ ଗୁରୁତ୍ୱ ଦେବେ ।

ମୀନ : ପ୍ରତ୍ୟେକ କାମ ବିଳମ୍ବରେ ସମ୍ପନ୍ନ ହେବାର ସ୍ପଷ୍ଟ ସୂଚନା ରହିଛି । ସାମାଜିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସମସ୍ୟା ପିଛା ଛାଡୁ ନ ଥିବାରୁ ସହଜରେ କାମ ହାସଲ କଷ୍ଟକର ହେବ । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ତଥା ବିଭିନ୍ନ ଝମେଲା ହେତୁ ବ୍ୟସ୍ତ ରହିପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଯୋରନ୍ଦା ପୀଠରେ ଆରମ୍ଭ ହେବ ପ୍ରସିଦ୍ଧ ମାଘମେଳା

ଆଜିଠୁ ଯୋରନ୍ଦା ପୀଠରେ ଆରମ୍ଭ ହେବ ପ୍ରସିଦ୍ଧ ମାଘମେଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.