Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କେଉଁ କେଉଁ ରାଶିର ଲୋକେ ହେବେ ଭାଗ୍ୟଶାଳୀ

Sanchar Live by Sanchar Live
December 11, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ କେଉଁ ରାଶିର ଲୋକେ ହେବେ ଭାଗ୍ୟଶାଳୀ
0
SHARES
15
VIEWS
FacebookTwitter

ମେଷ : ଆଜି ପାରିବାରିିକ ସମସ୍ୟାର ସମାଧାନ ଘଟିବ । ସରକାରୀ ସ୍ତରରୁ ଦୀର୍ଘ ପ୍ରତୀକ୍ଷା ପରେ ଆଶା କରୁଥିବା ଖବରଟି ଆଜି ପାଇପାରନ୍ତି । ପ୍ରଶାସନିକ କ୍ଷେତ୍ରରେ, ଚୁକ୍ତିପତ୍ର ସମ୍ବନ୍ଧୀୟ ଆଲୋଚନାରେ ଦ୍ୱନ୍ଦ୍ୱ ଦୂର ହେବ । ପଡ଼ୋଶୀଙ୍କ ସହଯୋଗରୁ ଅଟକି ରହିଥିବା କାମ ଆରମ୍ଭ କରିବେ ।

ବୃଷ : କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ବିବାଦୀୟ ଘଟଣାରେ ସେମିତି କିଛି ହେବ ନାହିଁ । ଆତ୍ମୀୟଙ୍କ ପାରିବାରିକ ସମାଧାନ ପାଇଁ ଚିନ୍ତା ବଢ଼ିପାରେ । ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ସହ ଫଳପ୍ରଦ ଆଲୋଚନା କରିପାରନ୍ତି । ଅବହେଳାଜନିତ ସ୍ଥଗିତ କାମ ସକାଶେ ଉପରିସ୍ଥଙ୍କୁ କୈଫିୟତ ଦେବାକୁ ପଡ଼ିପାରେ ।

ମିଥୁନ : ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ସାଙ୍ଗଙ୍କ କଥାବାର୍ତ୍ତା ସମ୍ପର୍କରେ ସମସ୍ୟା ସୃଷ୍ଟି କରିପାରେ । ଅସମ୍ପୂର୍ଣ୍ଣ କାର୍ଯ୍ୟ, ବନ୍ଧୁଙ୍କ ଅନାଦର ଭାବ ଯୋଗୁ ମନ ଦୁଃଖ ହେବ । ଗୃହସଜ୍ଜା, ଗାଡ଼ି ମରାମତି, ଜମିଜମା କିଣା ବିକା ପ୍ରତି ଆଗ୍ରହ ବଢ଼ିପାରେ । ଯାତ୍ରା,ବ୍ୟବସାୟ, ବନ୍ଧୁଙ୍କ ସହ ଆଲୋଚନା ମନ୍ଦ ହେବନି ।

କର୍କଟ : ବିବାଦୀୟ କଥା ଚିନ୍ତାକରି କିମ୍ବା ପ୍ରକାଶ କରି ଅନ୍ୟମନସ୍କ ରହିପାରନ୍ତି । ଶୁଭକାର୍ଯ୍ୟରେ ଯୋଗଦେଇ ବନ୍ଧୁଙ୍କ ସହ ଖୁସି ରହିବେ । ପାରିବାରିକ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତାରେ ରହିପାରନ୍ତି ।

ସିଂହ : ଅର୍ଥ ସଂକଟ ଦେଖା ଦେଇପାରେ । ଘରୋଇ ସମସ୍ୟା ସାଙ୍ଗକୁ ବ୍ୟବସାୟରେ ପ୍ରତିବନ୍ଧକଜନିତ ଟେନ୍‌ସନ ଲାଗି ରହିବ । କର୍ମକ୍ଷେତ୍ରର ଜଣେ ବନ୍ଧୁଙ୍କ ସହାୟତାରେ କାର୍ଯ୍ୟ ହାସଲ କରିବେ । ପୂର୍ବ ସ୍ଥିରୀକୃତ ଯୋଜନା ପ୍ରକାରେ କୌଣସି ନୂତନ କର୍ମାରମ୍ଭ କରିବେ ।

କନ୍ୟା : କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ । ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ ।

ତୁଳା : ଇଚ୍ଛା ନ ଥାଇ ମଧ୍ୟ ଦୂରଯାତ୍ରା, ବ୍ୟୟବହୁଳତା, ସ୍ବାସ୍ଥ୍ୟ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ଶୁଭେଚ୍ଛୁଙ୍କ ସହାୟତାରେ ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ଦୂର ହୋଇପାରିବ । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ ଓ ଅଦାଲତର ରାୟ ସପକ୍ଷରେ ଯିବ । ଶତ୍ରୁଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ ।

ବିଛା : ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ । ବିଶାଖା ନକ୍ଷତ୍ର କ୍ରୟ, ବିକ୍ରୟ କ୍ଷେତ୍ରରେ ସତର୍କ ନହେଲେ ଠକାମିରେ ପଡ଼ିପାରନ୍ତି । ଏକାଧାରରେ ଶାରୀରିକ ଓ ମାନସିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବ ।

ଧନୁ : ବାକି ପଡ଼ିଥିବା ଅର୍ଥ ଆଦାୟରେ ସକ୍ଷମ ହେବେ । ଆଜିର ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ପୂରଣ ହୋଇଯିବ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବାରେ ଆପଣଙ୍କ କୌଶଳପୂର୍ଣ୍ଣ କାର୍ଯ୍ୟକଳାପ ସହାୟକ ହୋଇପାରେ । ଆଜି ପ୍ରତ୍ୟେକ କ୍ଷେତ୍ରରେ ଚୁପ୍‌ଚାପ ହୋଇ ବସିରହିବା ଅପେକ୍ଷା କିଛି କରିବା ଠିକ୍‌ ହେବ ।

ମକର : ସହାନୁଭୂତିର ସହ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ମଧ୍ୟ ସୂଚନା ରହିଛି । ଶୁଣାକଥାକୁ ସତ ମନେ କରି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି । ପାରିବାରିକ ଜଞ୍ଜାଳ ବୃଦ୍ଧି ଓ ଅର୍ଥାଭାବ ସାମୟିକ ଅଶାନ୍ତିର କାରଣ ହୋଇପାରେ ।

କୁମ୍ଭ : ପାରିବାରିକ ସ୍ଥିତିରେ ସମସ୍ୟାଗୁଡ଼ିକ ସମାଧାନ କରିବା ସକାଶେ ନିକଟସ୍ଥ ଭଦ୍ରଲୋକଙ୍କ ସହାୟତା ଆବଶ୍ୟକ କରିପାରନ୍ତି । ଅଫିସରେ ଥିବା ସମୟରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ । ଆଜି ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି ।

ମୀନ : ସମସ୍ୟାବହୁଳ ପରିସ୍ଥିତି ରହିଥିଲେ ମଧ୍ୟ କୌଶଳରେ ସବୁ ସୁଧାରି ନେବେ । ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ ଏବଂ ଆଶାର ଆଲୋକ ନିଶ୍ଚିତ ଦେଖିବେ । ଅଯଥା ତର୍କ ନ କରି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ପାଇ ମନ ସାମୟିକ ହାଲୁକା ହୋଇଯିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶଂଭୁ ସୀମାନ୍ତରେ ଆଜି ଚାଷୀଙ୍କ ପ୍ରାର୍ଥନା ଦିବସ

ଶଂଭୁ ସୀମାନ୍ତରେ ଆଜି ଚାଷୀଙ୍କ ପ୍ରାର୍ଥନା ଦିବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.