Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଆଉ ଖୁସି

Sanchar Live by Sanchar Live
July 11, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
314
VIEWS
FacebookTwitter

ମେଷ: ଦିନଟି ଆରମ୍ଭ ଶାନ୍ତ ମନରେ କରିବେ । କାମରେ ଜୀବନସାଥୀର ସହଯୋଗ ପାଇବେ । ଅଯଥା ବିବାଦ ଠାରୁ ଦୂରରେ ରହନ୍ତୁ । ସରକାରୀ କ୍ଷେତ୍ରରେ ଲାଭ ମିଳିବାର ସମ୍ଭାବନା ଅଛି ।

ବୃଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । କାହାରିକୁ ସାହାଯ୍ୟ ମାଗିବାରେ ସଂକୋଚ କରନ୍ତୁ ନାହିଁ । ପ୍ରତ୍ୟେକ କାର୍ଯ୍ୟ ଧୈର୍ଯ୍ୟଧରି ଓ ବୁଦ୍ଧିମତ୍ତାରେ କରନ୍ତୁ । ଅଫିସରେ ଆପଣଙ୍କ ବ୍ୟକ୍ତିତ୍ବର ପ୍ରଶଂସା ହେବ ।

ମିଥୁନ: ବେପାରରେ ଅଚାନକ ଧନଲାଭ ହେବା ଯୋଗୁଁ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଅଫିସରେ କାମ ନିର୍ଦ୍ଧାରିତ ସମୟରେ ପୂରା କରିନେବେ । କାମ, ପରିବାର ଓ ବନ୍ଧୁମାନଙ୍କ ସହିତ ଭାରସାମ୍ୟ କାଏମ୍ ରଖନ୍ତୁ ।

କର୍କଟ: କୌଣସି ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ । ଅଫିସ କାମରେ ଦୂରସ୍ଥାନକୁ ଯିବେ । ଶିକ୍ଷକଙ୍କ ପାଇଁ ପଦୋନ୍ନତିର ଯୋଗ ଅଛି । ବିବାଦ ଠାରୁ ଦୂରରେ ରହନ୍ତୁ । ବ୍ୟବସାୟରେ ଲାଭ ପାଇବେ ।

ସିଂହ: ପରିବାର ପାଇଁ ନୂଆ ଖୁସି ନେଇ ଆସିବ । ସନ୍ତାନ ପକ୍ଷର ସଫଳତା ଆପଣଙ୍କୁ ଖୁସି ଦେବ । ବନ୍ଧୁମାନଙ୍କ ସହିତ ମଉଜ ମସ୍ତିରେ ବ୍ୟସ୍ତ ରହିବେ । ପ୍ରେମୀ ଯୁଗଳଙ୍କ ଲାଗି ଭଲ ଦିନଟିଏ ।

କନ୍ୟା: ବେପାରରେ ଲାଭ ହେବ । କଳା ସାହିତ୍ୟ ଲୋକଙ୍କ ଲାଗି ଦିନଟି ଭଲ । ଆପଣ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ପୂରା ମଉକା ପାଇବେ । ଅଫିସରେ କୌଣସି ସହକର୍ମୀଙ୍କ ସହିତ ବନ୍ଧୁତା ହେବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ଖୁବ୍ ପରିଶ୍ରମ କରିବେ । ଆପଣଙ୍କୁ ନିଜର ଉପଲବ୍ଧି ଉପରେ ଗର୍ବ ହେବ । ମନୋରଂଜନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଲାଭକାରୀ ହେବ ।

ବିଛା: ଦିନଟି ଉତ୍ସାହ ଭରା ରହିବ । କୌଣସି ପାଖ ଲୋକଙ୍କୁ ଆପଣଙ୍କ ଠାରୁ କିଛି ଅପେକ୍ଷା ହେବ । ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ ।

ଧନୁ: କୌଣସି କାମରେ ନିଜ ଲୋକଙ୍କର ସାହାଯ୍ୟ ପାଇପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ । ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ ।

ମକର: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ କାମର ପ୍ରଶଂସା ହେବ । ଅଫିସରେ କାର୍ଯ୍ୟ ଭାର ଅଧିକ ହୋଇପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଏହା ଦ୍ବାରା ଆପଣଙ୍କୁ ଲାଭ ହେବ ।

କୁମ୍ଭ: ଅସହାୟ ଲୋକଙ୍କୁ ସାହାଯ୍ୟ କରିବେ । ଅର୍ଥ ସଂପର୍କିତ କିଛି କାମରେ ଆପଣ ସାବଧାନ ରହନ୍ତୁ । ଜରୁରୀ କାମ ଉପରେ ବିଚାର କରିବାର ମଉକା ପାଇବେ । ପାରିବାରିକ ଜୀବନ ଶାନ୍ତିମୟ ହେବ ।

ମୀନ: ଆଜିର ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ । ଅନ୍ୟ ଜିଲ୍ଲାରେ ବେପାର କରିପାରନ୍ତି । ପରିବାର ଲୋକଙ୍କର ପୂରା ସହଯୋଗ ପାଇବେ । ଅଫିସରେ କୌଣସି ଅଧିବେଶନର ଭାଗ ନେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଆଜି ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.