Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
February 13, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ
0
SHARES
59
VIEWS
FacebookTwitter

ମେଷ : ଇଚ୍ଛାଶକ୍ତିର ପ୍ରାବଲ୍ୟଜନିତ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । ସାମାଜିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆତ୍ମୀୟଙ୍କ ପାଇଁ ଚିନ୍ତା ବଢ଼ିପାରେ । ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ । ମହିଳାମାନେ ପଶ୍ଚାତ୍ତାପ କରିପାରନ୍ତି ।

ବୃଷ : ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରି ପାରିଲେ ନିଶ୍ଚିତ ଉପକୃତ ହେବେ । ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ଯୋଜନା କାର୍ଯ୍ୟକାରୀ ହେବାରେ ସହକର୍ମୀଙ୍କ ଅବଦାନ ସ୍ମରଣୀୟ ରହିବ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ସହ ଦୂରଯାତ୍ରାର ସୂଚନା ରହିଛି ।

ମିଥୁନ : ଅଭାବବୋଧ ଦୂରେଇବାରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେଇପାରନ୍ତି । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆନୁଷ୍ଠାନିକ କିମ୍ବା ନିର୍ମାଣ କ୍ଷେତ୍ରରେ ସମସ୍ୟା ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିଯିବ । କଳା, କ୍ରୀଡ଼ା, ସାହିତ୍ୟଚର୍ଚ୍ଚା ତଥା ସଙ୍ଗୀତ ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ ।

କର୍କଟ : ସାଧାରଣ କଥାରେ କଳହ ସୃଷ୍ଟି ହୋଇ ପାରିବାରିକ ସମ୍ପର୍କ ଖରାପ ହୋଇପାରେ । କର୍ମକ୍ଷେତ୍ରରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ନିଜ ପରିସର ବ୍ୟକ୍ତିବିଶେଷଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।

ସିଂହ : କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ । ପରିବାରର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି, ମାତ୍ର ପରକ୍ଷଣରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ।

କନ୍ୟା : ବନ୍ଧୁଙ୍କ ପରାମର୍ଶକ୍ରମେ ଦୃଢ଼ ପଦକ୍ଷେପ ନେଇ ସ୍ଥଗିତ କାମକୁ ସମ୍ପନ୍ନ କରିପାରିବେ । କିନ୍ତୁ ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କଲେ ଅପଦସ୍ଥ ହେବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ପରିବାରରେ ସହମତି ଭିତ୍ତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି ।

ତୁଳା : ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ସଂପୂର୍ଣ୍ଣ ହେବା କଷ୍ଟକର ହେବ । ସାଧାରଣ କଥାକୁ କେନ୍ଦ୍ରକରି ଅନ୍ୟ ଉପରେ ବିରକ୍ତି ହେବା ମହଙ୍ଗା ପଡ଼ିପାରେ । ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ ।

ବିଛା : ଆଜି ଆପଣ ହିତୈଷୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ । ପାରସ୍ପରିକ ବୁଝାମଣା ହେତୁ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ । କିନ୍ତୁ ମାନସିକ ଅବସାଦ ଯୋଗୁ କର୍ମକ୍ଷେତ୍ର ଉତ୍ସାହପ୍ରଦ ହେବ ନାହିଁ । ସାବଧାନତା ଅଭାବରୁ ଯାତ୍ରାରେ ସତର୍କ ନ ରହିଲେ କ୍ଷତିରେ ପଡ଼ିବେ ।

ଧନୁ : ବାରମ୍ବାର ବିଭିନ୍ନ ପ୍ରତିରୋଧର ସାମ୍ନାକରି ହତୋତ୍ସାହିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଘରୋଇ କାମରେ ପଡ଼ୋଶୀ ସହଯୋଗ କରିବେ । ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇ ପାରିବ ନାହିଁ । ସୀମା ବିବାଦ ଦୂର ହେବାରୁ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରେ ପ୍ରତିବନ୍ଧକ ରହିବ ନାହିଁ ।

ମକର : ଭାବପ୍ରବଣତାବଶତଃ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପାରେ । ସାମାଜିକ ସ୍ତରରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ।

କୁମ୍ଭ : ଆଜି ଆପଣ ଲୋକସମ୍ପର୍କର ହ୍ରାସ ସଙ୍ଗକୁ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ସାଧାରଣ କଥାରେ ଯୁକ୍ତିତର୍କ କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ଲାଗି ରହିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଆପଣ ଯାହା କରନ୍ତୁନା କାହିଁକି ନିଜର ଲୋକମାନେ ବିବାଦୀୟ ମନ୍ତବ୍ୟ ଦେଇଚାଲିବେ ।

ମୀନ : ଆପଣଙ୍କ ପ୍ରଭାବଶାଳୀ ବକ୍ତବ୍ୟ ଜନମାନସକୁ ପ୍ରଭାବିତ କରିବାରେ ସମର୍ଥ ହେବ । ମାତ୍ର ନିଜ ଲୋକମାନଙ୍କ ଅପପ୍ରଚାର ଓ ପରୋକ୍ଷଶତ୍ରୁତା ସମସ୍ୟାକୁ ଦ୍ୱିଗୁଣିତ କରିବ । ପରିବାରରେ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.