Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
June 13, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
283
VIEWS
FacebookTwitter

ମେଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଆଡ଼କୁ ଢ଼ଳି ରହିବ । ବଡ଼ଙ୍କର ଆଶୀର୍ବାଦ ପାଇବେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବେ ।

ବୃଷ: ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ଯୋଜନା କରିବେ । ଆପଣଙ୍କର ସାକ୍ଷାତ କୌଣସି ବାଲ୍ୟବନ୍ଧୁ ସହିତ ହେବ । ଆମୋଦ ପ୍ରମୋଦରେ ଅଧିକ ମନ ଲାଗିବ । ମନରେ କୌଣସି କାହାଣୀ ଲେଖିବାର ବିଚାର ଆସିବ ।

ମିଥୁନ: କୌଣସି ସଂପତ୍ତିର ସଉଦା ତରବରିଆରେ କରନ୍ତୁ ନାହିଁ । ରାଜନୀତି କ୍ଷେତ୍ରରେ ଥିବା ଲୋକ ବଡ଼ ନେତାଙ୍କ ସହିତ ମିଶିବାର ଅବସର ପାଇବେ । କାର୍ଯ୍ୟକ୍ଷେତ୍ରରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ ।

କର୍କଟ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ । ଶିକ୍ଷାରେ ଲାଗି ରହିଥିବା ବାଧା ଦୂର ହେବ । ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥାରେ ଆଗକୁ ବଢ଼ିବେ । ଆପଣଙ୍କର ସାକ୍ଷାତ କିଛି ନୂଆ ଲୋକଙ୍କ ସହିତ ହେବ ।

ସିଂହ: ଏକରୁ ଅଧିକ ଉତ୍ସରୁ ଧନ ପାଇବେ । ଶାସକ ଓ ପ୍ରଶାସକ ମାମଲାରେ ଆପଣ ସାବଧାନ ଅବଲମ୍ବନ କରନ୍ତୁ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ ।

କନ୍ୟା: ଦିନଟି ପରିବାର ପାଇଁ ଖୁସି ନେଇ ଆସିବ । ମହିଳାମାନଙ୍କ ଲାଗି ଦିନଟି ବହୁତ ଭଲ ରହିବ । ଆଧ୍ୟାତ୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ । ପ୍ରତିଯୋଗୀତା ଛାତ୍ରଛାତ୍ରୀ ପ୍ରସ୍ତୁତି ଜାରି ରଖନ୍ତୁ ।

ତୁଳା: ଦିନଟି ବ୍ୟସ୍ତତାରେ କଟିବ । କତୃପକ୍ଷ ଆପଣଙ୍କୁ କୌଣସି ନୂଆ ଦାୟିତ୍ବ ପ୍ରଦାନ କରିବେ । ଖୋଳାଳୀମାନେ ଅଧିକ ସମୟ ଅଭ୍ୟାସ କରିବେ । କୌଣସି ବନ୍ଧୁ ଆପଣଙ୍କ ଘରକୁ ନିମନ୍ତ୍ରଣ ଦେବା ପାଇଁ ଆସିବେ ।

ବିଛା: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ । ସମାଜରେ ଆପଣଙ୍କ କାମ ପାଇଁ ପ୍ରଶଂସା ହୋଇପାରେ । ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ ।

ଧନୁ: କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ ।କୌଣସି ପରିଜନଙ୍କ ଠାରୁ ଖୁସି ଖବର ପାଇବେ । ନିଜର ଶକ୍ତିକୁ ଭଲ କାମରେ ଲଗାନ୍ତୁ । ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ । ପ୍ରେମ ସମ୍ବନ୍ଧ ନିବିଡ଼ ହେବ ।

ମକର: ଆପଣ କୌଣସି କାମକୁ ନେଇ ଉତ୍ସାହିତ ରହିବେ । କିଛି ବିଚାର ବଳିଷ୍ଠ ଓ ସୃଜାନାତ୍ମକ ହେବ । ପରିବାରରେ ସବୁ ଲୋକ କୌଣସି ସମାରୋହରେ ସାମିଲ ହେବେ । ଛାତ୍ରଛାତ୍ରୀ ଲେଖାପଢ଼ାରେ ମନ ଦିଅନ୍ତୁ ।

କୁମ୍ଭ: କାନୁନ ମାମଲାରେ ଅସ୍ଥିର ହୁଅନ୍ତୁ ନାହିଁ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ଭବିଷ୍ୟତରେ ଆସିବାକୁ ଥିବା ଅଶାନ୍ତିରୁ ରକ୍ଷା ପାଇବେ । ନିଜର କାମକୁ ସାମାନ୍ୟ ଗତିରେ ପୂରା କରିବେ । ପ୍ରେମ ସମ୍ବନ୍ଧ ମଧୁର ହେବ ।

ମୀନ: କାହାରିକୁ ଦେଇ ଥିବା ଧାର ଫେରସ୍ତ ପାଇବେ । ପରିଜନଙ୍କ ସହିତ କୌଣସି ଧାର୍ମିକ ଯାତ୍ରାରେ ଯିବେ । ମହତ୍ବପୂର୍ଣ୍ଣ ନିର୍ଣ୍ଣୟ ଭାବିଚିନ୍ତି ନିଅନ୍ତୁ । ଦାମ୍ପତ୍ୟ ଜୀବନରେ ଭଲ ପରିଣାମ ପାଇବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ଅହମ୍ମଦାବାଦ ଯିବେ ପ୍ରଧାନମନ୍ତ୍ରୀ, ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଵେ…

ଆଜି ଅହମ୍ମଦାବାଦ ଯିବେ ପ୍ରଧାନମନ୍ତ୍ରୀ, ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଵେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.