Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
March 14, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?
0
SHARES
34
VIEWS
FacebookTwitter

ମେଷ : ଠିକ୍‌ ବିଚାର ଓ ସମୟୋପଯୋଗୀ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ । ଅନ୍ୟମାନଙ୍କ ଉପରେ ବିରକ୍ତ ହେବା ଦ୍ୱାରା ସମସ୍ୟା କମିବା ବଦଳରେ ବୃଦ୍ଧି ପାଇବ । ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ ।

ବୃଷ : କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯାଇ ପ୍ରତିଷ୍ଠା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । କୌଣସି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଆନୁଷ୍ଠାନିକ କାମରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ ।

ମିଥୁନ : ଆଜି ଆପଣଙ୍କ ପାଇଁ ଖୁସି ର ଦିନ ହେବ । ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିପାରିବା କାରଣରୁ ଟେନସନ୍‌ କମିଯିବ । ସମସ୍ୟା ସମାଧାନ ହେବାରେ କୌଣସି ପଦସ୍ଥ ବ୍ୟକ୍ତି ସାହାଯ୍ୟ କରିପାରନ୍ତି । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ ।

କର୍କଟ : ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିପାରିବେ ନାହିଁ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି । ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ । ବ୍ୟବସାୟିକ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବା କଷ୍ଟକର ହୋଇପାରେ ।

ସିଂହ : ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ, କୁଟୀରଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି । ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଆଶା କରିପାରନ୍ତି ।

କନ୍ୟା : ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବାରେ ସାହାଯ୍ୟ କରିବ । ବନ୍ଧୁଗହଣରେ ଆଲୋଚନା କାଳରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି । ସାହିତ୍ୟ, ସାମ୍ବାଦିକତା, ଏଜେନ୍‌ଶିପ୍‌, କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ପ୍ରିୟଜନଙ୍କ ସହ ବିବାଦ କାରଣରୁ ଭାଙ୍ଗି ପଡନ୍ତୁ ନାହିଁ ।

ତୁଳା : ପୂର୍ବରୁ ଯାହା ଆଶା କରୁଥିଲେ ତାହାର ବିପରୀତ ଫଳ ମନରେ ନୈରାଶ୍ୟ ସୃଷ୍ଟି କରିବ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ । କଳା, ସାହିତ୍ୟ ଚର୍ଚ୍ଚା ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ ।

ବିଛା : କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରି ଆନନ୍ଦ ଅନୁଭବ କରିପାରନ୍ତି । ଭଲ ସମ୍ପର୍କ ରହିଥିବା ସହକର୍ମୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ମନେ ମନେ ବିରକ୍ତ ହୋଇପାରନ୍ତି । କଳା, ସାହିତ୍ୟ, ସଂସ୍କୃତି ପ୍ରତି ଆଗ୍ରହୀ ହୋଇପାରନ୍ତି ।

ଧନୁ : ପରିବାରର ପରିସ୍ଥିତିକୁ ଆଖି ଅଗରେ ରଖି ଧାର କରଜ କରି କାମ ତୁଲାଇବେ । ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କଥା ଚିନ୍ତା କରି ପାଖ ମାଡିବେ ନାହିଁ । ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ । ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସୁଫଳ ପାଇବେ ।

ମକର : ଅପ୍ରିୟସତ୍ୟ ପ୍ରକାଶ କରି ବନ୍ଧୁ ଗହଣରେ ବିବାଦୀୟ ହୋଇପାରନ୍ତି । ବନ୍ଧୁମାନଙ୍କ ପରାମର୍ଶରେ ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ସମୟ ବିନିଯୋଗ କରିବେ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି । ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ ।

କୁମ୍ଭ : ସମସ୍ୟା ମଧ୍ୟରେ ସଂଘର୍ଷ କରି ଦୀର୍ଘ ଦିନର ଆଶାକୁ ପୂରଣ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବା ସଙ୍ଗକୁ ଅଧାପନ୍ତରିଆ କାର୍ଯ୍ୟଟିକୁ ପୁରା କରିପାରିବେ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ । ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗତ ହୋଇପାରେ ।

ମୀନ : ସମସ୍ୟା ମଧ୍ୟରେ ସଂଘର୍ଷ କରି ଦୀର୍ଘ ଦିନର ଆଶାକୁ ପୂରଣ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବା ସଙ୍ଗକୁ ଅଧାପନ୍ତରିଆ କାର୍ଯ୍ୟଟିକୁ ପୁରା କରିପାରିବେ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ । ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗତ ହୋଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆମେରିକାରେ ବିମାନରେ ଲାଗିଲା ନିଆଁ

ଆମେରିକାରେ ବିମାନରେ ଲାଗିଲା ନିଆଁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.