Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
September 15, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ରାଶିଫଳ
0
SHARES
10
VIEWS
FacebookTwitter

*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।

*ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ।

ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ ।

*ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ ।

*କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ ।

*ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ ।

*କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ ।

*ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ ।

*ବିଛା: ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ ।

*ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ ।

*ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।

*କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।

*ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

Tags: horoscoperashi fala
ShareTweetShareSend
Sanchar Live

Sanchar Live

Next Post
ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୪ ଜୀବନ

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୪ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.