Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
January 15, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ
0
SHARES
15
VIEWS
FacebookTwitter

ମେଷ : ଆଜି ଅର୍ଥ ସମନ୍ଧୀୟ କାମକୁ ନିର୍ବିଘ୍ନରେ ହାସଲ କରିବେ । ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରି ନ ପାରନ୍ତି । ନିର୍ମାଣ କ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ ।

ବୃଷ : ଆଜି ସନ୍ତାନହେତୁକ ଅଶାନ୍ତି, ସୁସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଛି । ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ସଭାସମିତିରେ ବହୁତ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ । ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହୋଇପାରନ୍ତି ।

ମିଥୁନ : ଅସୁସ୍ଥତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିଦେବ । ଦୀର୍ଘଦିନରୁ ଭାଙ୍ଗିପଡିଥିବା ସମ୍ପର୍କ ଆଜି ଆକସ୍ମିକ ଭାବରେ ପୁନଃ ପ୍ରତିଷ୍ଠ ହେବ । ଆଲୋଚନା ପରିସରରେ ଭାବପ୍ରବଣତାବଶତଃ ବିରକ୍ତିକର କଥାବାର୍ତ୍ତାକରି ଅପଦସ୍ଥ ହୋଇପାରନ୍ତି । ଗାଡିମୋଟର, ସ୍ବର୍ଣ୍ଣାଦି ଅଳଙ୍କାର କିମ୍ବା ଜମିଜମା କାରବାରରୁ ଉପକୃତ ହୋଇପାରନ୍ତି ।

କର୍କଟ : ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଗୁରୁତ୍ୱପୂର୍ଣ୍ଣ କାମଟି

ହାସଲ କରିବେ । ବନ୍ଧୁଙ୍କ ନିକଟରୁ ଅର୍ଥ ସାହାଯ୍ୟ ପ୍ରତିଶ୍ରୁତିଲାଭ କରି ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ସରକାରୀ ସ୍ତରରେ ଅଟକି ରହିଥିବା ସ୍ଥଗିତ କାମକୁ ବନ୍ଧୁଙ୍କ ଜରିଆରେ ତ୍ୱରାନ୍ବିତ କରିପାରିବେ । ପରିବାରର ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ଦ୍ରବ୍ୟ କ୍ରୟ କରିପାରନ୍ତି ।

ସିଂହ : ଦୂରଯାତ୍ରା, ସାଧାରଣ କଥାରେ ଝଗଡ଼ା ଓ ଭଲ ସମ୍ପର୍କ ଧିମେଇଯିବାରୁ ଅଶାନ୍ତି ଅନୁଭବ କରିବେ । ହାତକୁ ନେଇଥିବା କାମ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ । ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ଶତ୍ରୁ ଅର୍ଜିବେ । ଅନିଦ୍ରା ଏବଂ ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ ।

କନ୍ୟା : ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ନାସ୍ତିସୂଚକ ସୂଚନା ମନକୁ ନିରୁତ୍ସାହିତ କରିପାରେ । ପରିବାରର ବ୍ୟୟ ବୃଦ୍ଧି ମାନସିକ ଅବସାଦର ମୁଖ୍ୟ କାରଣ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବା ସହ ବ୍ୟବସାୟରେ ସଫଳ ହେବେ ।

ତୁଳା : ସମୟର ପ୍ରତିକୂଳତା କାରଣରୁ ଯାହା କଲେ ମଧ୍ୟ କାମ ଗୋଳମାଳିଆ ରହିବ । ବନ୍ଧୁଙ୍କ କାର୍ଯ୍ୟକଳାପରେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ଉପରିସ୍ଥ ଅଧିକାରୀଙ୍କ ବଦାନ୍ୟତାରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।

ବିଛା : ସମସ୍ୟା ଆସିଲେ ମଧ୍ୟ କାମକୁ ପୁରା କରିବେ । ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସାଙ୍ଗକୁ ବିଳାସ ବ୍ୟସନରେ ସମୟ ବିତାଇ ପାରନ୍ତି । ଶୁଣାକଥାକୁ ବିଶ୍ୱାସକରି ବିଭ୍ରାନ୍ତିକର ଖବର ପରିବେଷଣ ଦ୍ୱାରା ସମସ୍ୟା ବଢ଼ିଯିବ ।

ଧନୁ : ସାଧାରଣ କଥାରେ ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଯାତ୍ରା ସମୟରେ ଅନ୍ୟମନସ୍କ ହେତୁ ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ରହିଛି । ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି । ଆର୍ଥିକ ସ୍ଥିତି ବଦଳିଯିବା କାରଣରୁ ଖୁସି ରହିବେ ।

ମକର : ପ୍ରତିବନ୍ଧକ ଦୂରେଇ ଯାଇଥିବାରୁ ଆନନ୍ଦ ଅନୁଭବ କରିବେ । କୌଣସି କଥାକୁ ଭଲରୂପେ ନ ବୁଝି କହିବା କିମ୍ବା କରିବା ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି । ପରିଜନଙ୍କ ସହିତ ଆଜିର ଯାତ୍ରାରେ ସଫଳତା ପାଇବେ । ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟ ପ୍ରତିଶ୍ରୁତି ଲାଭକରି ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ ।

କୁମ୍ଭ : ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ । ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ କିନ୍ତୁ ଆଇନର ସହାୟତା ଲାଭକରି କିଛିଟା ଆଶ୍ୱସ୍ତି ଲାଭ କରିବେ । ଶିଳ୍ପ , ବାଣିଜ୍ୟ, ପରିବହନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା, ସଙ୍ଗୀତ ପ୍ରଭୃତିରେ ସମସ୍ୟାର ଅନ୍ତ ଘଟିବାର ଆଶା କରାଯାଇପାରେ ।

ମୀନ : ନିଜ ଲୋକମାନେ ମୁହଁରେ ଭଲ କଥା କହି ପଛରେ ବିରୋଧ କରୁଥିବାର ସୂଚନା ପାଇବେ । ବିଶୃଙ୍ଖଳିତ ପରିସ୍ଥିତି ଲାଗିରହିବା କାରଣରୁ ପାରିବାରିକ ସମ୍ପର୍କରେ ଶିଥିଳତା ଦେଖାଦେବ । ଶିଳ୍ପ, ବାଣିଜ୍ୟ, ଶେୟାବଜାରରେ କ୍ଷତି ହୋଇପାରେ । ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନତି ଘଟିବ ମାତ୍ର ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ସର୍ବସାଧାରଣଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ କାଳିଆ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.