Monday, March 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କର ରାଶି

Sanchar Live by Sanchar Live
February 15, 2025
in ଜୀବନ ଶୈଳୀ
0
ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କର ରାଶି
0
SHARES
41
VIEWS
FacebookTwitter

ମେଷ : ଆଜି ଆଳସ୍ୟ ଅନୁଭବ କରିବେ ଓ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ । ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ ।

ବୃଷ : ଆଜି ଲୋକପ୍ରିୟତା, ଜନସମର୍ଥନ ଓ କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ । ବିଭିନ୍ନ ଦିଗରେ ଖର୍ଚ୍ଚ ପରିମାଣ ବଢ଼ିଯିବ । ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଶିଳ୍ପ ବାଣିଜ୍ୟରେ ଉନ୍ନତି, କଳା ସାହିତ୍ୟରେ ପ୍ରଶଂସା ଏବଂ ସଂଗଠନ ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ ।

ମିଥୁନ : ସ୍ବାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ ଏବଂ ଲୋକପ୍ରିୟତା ହାସଲ କରିବେ । ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିପାରନ୍ତି । ବନ୍ଧୁଙ୍କ ସହାୟତାରେ କଳା, ସାହିତ୍ୟ ଓ କ୍ରୀଡ଼ା ପ୍ରଭୃତିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ । ବାଣିଜ୍ୟ, ବ୍ୟବସାୟ ସମ୍ପର୍କିତ କେତେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ ।

କର୍କଟ : ବନ୍ଧୁ ଗହଣରେ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ । ବିଶିଷ୍ଟ ବ୍ୟକ୍ତିଙ୍କ ଗହଣରେ ସମ୍ମାନିତ ହେବାର ସୌଭାଗ୍ୟ ପାଇବେ । ପୁରାତନ ରୋଗପୀଡ଼ା ଅନୁଭବ କରିବେ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିବେ ।

ସିଂହ : ଆଜି ବନ୍ଧୁଙ୍କ ସାହାଯ୍ୟ ଲାଭକରି କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ । ଆବଶ୍ୟକତା ପୂରଣ କ୍ଷେତ୍ରରେ ପାରିବାରିକ ଖର୍ଚ୍ଚ ପରିମାଣ ହଠାତ୍‌ ବୃଦ୍ଧି ପାଇବ । ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ ହଠାତ୍‌ ବାହାରକୁ ଯିବାକୁ ପଡ଼ିପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି ।

କନ୍ୟା : ଅତୀତର ଘଟଣାଗୁଡ଼ିକର ସମୀକ୍ଷା କରିବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଋଣସୂତ୍ରରେ ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ରଚନାମତ୍କ କାର୍ଯ୍ୟ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।

ତୁଳା : କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବା ସାଙ୍ଗକୁ ଲୋକସମ୍ପର୍କ ବୃଦ୍ଧି ପାଇବ । ବନ୍ଧୁଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।

ବିଛା : ଆଜିର ସକାଳୁଆ ଯାତ୍ରା ପ୍ରାୟତଃ ଶୁଭପ୍ରଦ ହେବ । ପରିବାରରେ ଭାବପ୍ରବଣ ବଶତଃ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁନାହିଁ । କର୍ମକ୍ଷେତ୍ରର ପରିସ୍ଥିତି ଗମ୍ଭୀର ରହିବ । ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରିୟକଥା ମାଧ୍ୟମରେ ସମସ୍ୟା ସମାଧାନ କରିବେ ।

ଧନୁ : ସ୍ଥଗିତ କାମ ପୂରଣ ସକାଶେ ବନ୍ଧୁ ସାହାଯ୍ୟ କରିପାରନ୍ତି । ଭ୍ରାତୃ ସମ୍ପର୍କରେ ବ୍ୟତିକ୍ରମ ଦେଖାଦେବ । ପରିବାରର ଖର୍ଚ୍ଚ ବୃଦ୍ଧି ନିୟନ୍ତ୍ରଣ ପାଇଁ ନୂଆ ନୂଆ ଯୋଜନା ଚିନ୍ତା କରିପାରନ୍ତି । ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାଧାନ ଦିଗରେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି ।

ମକର : ଅତୀତ ଘଟଣାକୁ ନେଇ ମନ ଭାରାକ୍ରାନ୍ତ ରହିବ । ପୂର୍ବ ଘଟଣାକୁ କେନ୍ଦ୍ରକରି ମନରେ କିଛି ଭୟ ଓ ଆଶଙ୍କା ଜାଗ୍ରତ ହୋଇପାରେ । ଅନ୍ୟମାନଙ୍କ କଥା ଓ କାମ ମନକୁ ନ ପାଇଲେ ମଧ୍ୟ କିଛି କରିପାରିବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ ।

କୁମ୍ଭ : କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ଅଯଥା କଷ୍ଟ ଅନୁଭବ କରିବେ । ଚତୁର୍ଥାଧିପତିଙ୍କ ଦୁର୍ବଳତା କାରଣରୁ ସାମାଜିକସ୍ତରରେ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ବନ୍ଧୁଙ୍କ ମେଳରେ ଗାମ୍ଭୀର୍ଯ୍ୟ ରକ୍ଷାକରି ସମାଲୋଚିତ ହୋଇପାରନ୍ତି । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ପରିପ୍ରେକ୍ଷୀରେ ଆଲୋଚନା ହୋଇପାରେ ।

ମୀନ : ଆଜି ପରିବାର ମଧ୍ୟରେ ହସଖୁସିର ବାତାବରଣରୁ ମନ ହାଲୁକା ରହିବ । ରାହୁଯୁକ୍ତ ସପ୍ତମାଧିପତି ରବି ହେତୁ ତରବରିଆ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ । ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ନ ପାଇବାରୁ ମନରେ ସରସତା ରହିବ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
କଂଗ୍ରେସକୁ ଫେରିଲେ ସୁର ରାଉତରାୟ

କଂଗ୍ରେସକୁ ଫେରିଲେ ସୁର ରାଉତରାୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ
  • ଆଜି ଏହି ରାଶିକୁ ମିଳିବ ଖୁସି ଖବର
  • ଏହି କାରଣରୁ ବିଜେଡ଼ରୁ ବିଦାହେଲେ ପ୍ରଭାତ ବିଶ୍ୱାଳ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.