Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜିର ରାଶିଫଳ, ଜାଣନ୍ତୁ କ’ଣ କହୁଛି ଆଜିର ଭାଗ୍ୟଫଳ

Sanchar Live by Sanchar Live
January 16, 2025
in ଜୀବନ ଶୈଳୀ
0
ଆଜିର ରାଶିଫଳ, ଜାଣନ୍ତୁ କ’ଣ କହୁଛି ଆଜିର ଭାଗ୍ୟଫଳ
0
SHARES
69
VIEWS
FacebookTwitter

ମେଷ : ବନ୍ଧୁଙ୍କ ନିକଟରୁ ଆର୍ଥିକ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ । ପ୍ରିୟଜନଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ ହେବ । ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ । ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହେବ ।

ବୃଷ : ଆଜି ନିଜ ପରିସରରେ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ । ସନ୍ତାନ, ଉଚ୍ଚଶିକ୍ଷା, ଆଲୋଚନା, ସଭାସମିତି ପ୍ରଭୃତି ଚିନ୍ତାଜନକ ରହିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ ।

ମିଥୁନ : ଭୁଲ୍‌ ବୁଝାମଣା କାରଣରୁ ବୃଥା ସନ୍ଦେହ ଜନିତ ସାଧାରଣ କଥାରେ କଳହ ଘଟିବାର ଆଶଙ୍କା ରହିଛି । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହେବ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀଭୂମିକା ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି ।

କର୍କଟ : ସହକର୍ମୀଙ୍କ ସାହାଯ୍ୟ ନେଇ ଆରମ୍ଭ କରିଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢ଼ିପାରେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସରଳ କରିବାରେ ସହାୟକ ହେବ । ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇ ବ୍ୟସ୍ତତା ଅନୁଭବ କରିପାରନ୍ତି ।

ସିଂହ : ପରିବାରର ଅସଜଡା ପରିସ୍ଥିତି ସୁଧାରିବାକୁ ଚେଷ୍ଟା କରିପାରନ୍ତି । ଶିଳ୍ପ, ସଙ୍ଗୀତ ସମାରୋହ, ସାମ୍ବାଦିକତା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା ବିବାଦ କିମ୍ବା ଋଣଗ୍ରସ୍ତ ସାଙ୍ଗକୁ କରଜଦାତାଙ୍କ ଚାପ ଚିନ୍ତା ବଢ଼ାଇବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ ।

କନ୍ୟା : ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଅର୍ଥସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପାଇବା କଷ୍ଟକର ହେବନାହିଁ । ଆଲୋଚନା ପରିସରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ ।

ତୁଳା : ପୂର୍ବ ଯୋଜନା କାର୍ଯ୍ୟକାରୀ କରିବା ଦିଗରେ ପ୍ରିୟଜନଙ୍କ ପରାମର୍ଶ ନେବା ଭଲ ହେବ । ଅର୍ଥ ସମ୍ପର୍କୀୟ କାମରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ବୃଥାଶଙ୍କା ଓ ଅସ୍ଥିରତା ଜନିତ କର୍ମକ୍ଷେତ୍ରର ଘଟଣାଗୁଡ଼ିକ ଅସାଧାରଣ ମନେ ହେବ । ପାରିବାରିକ ସ୍ତରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି ।

ବିଛା : ବନ୍ଧୁଙ୍କ ନିକଟରୁ କୌଣସି ବିଭ୍ରାନ୍ତିକର ଖବର ପାଇ ବିବ୍ରତ ହୋଇପାରନ୍ତି । ରୋଗପୀଡ଼ା ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା କଷ୍ଟକର ହେବ । ତଥାପି ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ ।

ଧନୁ : କର୍ମକ୍ଷେତ୍ରରେ ଅଟକି ରହିଥିବା ସକାଶେ ଫାଇଲ୍‌ କାମ ସମ୍ପନ୍ନ କରିବାରେ ସମର୍ଥ ହେବେ । ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି । ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି । ବିବାଦର ଆଶଙ୍କା କରୁଥିବା ଘଟଣାରେ ସେମିତି କିଛି ହେବ ନାହିଁ ।

ମକର : ଯେଉଁ କାମ କରିବା ପାଇଁ ଚାହୁଁଛନ୍ତି, ସେ କାମ ଭଲରେ ହୋଇଯିବ । କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କଷ୍ଟକର ହେବ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ । ମହିଳା କାମ ହାସଲରେ ସମର୍ଥ ହେବେ ।

କୁମ୍ଭ : ପ୍ରତ୍ୟେକ ଦିଗରେ ଶୁଭଫଳ ମିଳିବ । କିନ୍ତୁ ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । କଳା, ସାହିତ୍ୟ, ସାମ୍ବାଦିକତା, ଆଲୋଚନା, ସଭାସମିତି କ୍ଷେତ୍ରରେ ଉପକୃତ ହେବେ । ଜମିଜମା ସମ୍ବନ୍ଧୀୟ କେତେକ କାଗଜପତ୍ରକୁ କେନ୍ଦ୍ରକରି ଯୁକ୍ତିତର୍କର ସୂଚନା ରହିଛି ।

ମୀନ : ଯେତେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡ଼ିବେ । ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଶ୍ରୀନଅରରେ ପାରମ୍ପରିକ ରୀତିରେ ଗଜପତିଙ୍କ ପୁଷ୍ୟାଭିଷେକ ଅନୁଷ୍ଠିତ

ଶ୍ରୀନଅରରେ ପାରମ୍ପରିକ ରୀତିରେ ଗଜପତିଙ୍କ ପୁଷ୍ୟାଭିଷେକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.