Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

Sanchar Live by Sanchar Live
February 16, 2025
in Uncategorized
0
ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ
0
SHARES
13
VIEWS
FacebookTwitter

ମେଷ : ଆଜି ଅର୍ଥ ସଙ୍କଟ, ସ୍ବାସ୍ଥ୍ୟ ସମସ୍ୟା, କାର୍ଯ୍ୟରେ ବିଳମ୍ବଜନିତ ମାନସିକ ଅଶାନ୍ତି ଅନୁଭବ କରିବେ । ଟଙ୍କା ପଇସାର ଅଭାବ ରହିବ ନାହିଁ । ଯାତ୍ରା ସ୍ଥଗିତ ରହିଯାଇପାରେ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ସମୟ ଲାଗିପାରେ । ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ କିଛି ପରିମାଣରେ ଝମେଲା ଆସିପାରେ ।

ବୃଷ : ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ । ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହେବ । ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ମନୋଭାବ ନେଇ ପରୋକ୍ଷ ଶତ୍ରୁତା ଆଚରଣ କରିବେ ।

ମିଥୁନ : ସାମାନ୍ୟ ଅସୁବିଧା ହେଲେ ମଧ୍ୟ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସ୍ବାସ୍ଥ୍ୟରେ ଉନ୍ନତି ନ ଘଟିବାରୁ ଚିନ୍ତିତ ରହିପାରନ୍ତି । ସାଧାରଣ କଥାରେ ବନ୍ଧୁ ମୁହଁ ଫଣ ଫଣ କରିପାରନ୍ତି । ଆନୁଷ୍ଠାନିକ କାମ, ମନୋରଞ୍ଜନ, ଆଧ୍ୟାତ୍ମିକ ଆଲୋଚନା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ।

କର୍କଟ : ଦରକାରୀ କାଗଜପତ୍ର କିମ୍ବା ସୁନା ଜିନିଷ ହଜି ଯିବାର ସମ୍ଭାବନା ରହିଛି । ଯେଉଁ କାମରେ ଆଜି ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କାମ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ । ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିପାରେ ।

ସିଂହ : ସକାଳୁ ସକାଳୁ ସାମାନ୍ୟ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନାନ୍ତର ଯୋଗୁ ସୁଖ ରହିବ ନାହିଁ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚିନ୍ତା ବଢିପାରେ । ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ ।

କନ୍ୟା : କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କର ଖୁସି ହେବେ । ବ୍ୟବସାୟ, ବାଣିଜ୍ୟ, ପରିବହନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରୁ ଉପକୃତ ହେବେ । ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ପରିବାରରେ କିମ୍ବା କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ ।

ତୁଳା : ଅତୀତ ସ୍ମୃତିଚାରଣ କରି ମାନସିକ ସ୍ତରରେ ବିଚଳିତବୋଧ କରିବେ । ଅଧିକ ସମୟ ପରିସ୍ଥିତିକୁ ନଜର ରଖି ନୀରବ ରହିବାକୁ ପସନ୍ଦ କରିପାରନ୍ତି । ଆଜିର ଯାତ୍ରାକାଳୀନ ଫେରନ୍ତା ବାଟରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି । ରକ୍ତଚାପ କିମ୍ବା ଡାଇବେଟିସ୍‌ଜନିତ ରୋଗରେ ପୀଡା ବୃଦ୍ଧି ପାଇପାରେ ।

ବିଛା : ଆଜି ବନ୍ଧୁଙ୍କ ଜରିଆରେ କୌଣସି ଶୁଭ ଖବର ପାଇ ସକାଳ ସମୟଟି ଭଲରେ ଅତିବାହିତ ହେବ । ବିଭିନ୍ନ ଯୋଜନାର କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତି ବହୁତ ସାହାଯ୍ୟ କରିବେ । ସନ୍ତାନଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗିରହିବ ।

ଧନୁ : ଅନ୍ୟମାନଙ୍କ ପ୍ରରୋଚନାରେ ପଡି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି । ପାରିବାରିିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ସଭାସମିତି, କଳା ସାହିତ୍ୟ, ଆନୁଷ୍ଠାନିକ କାମରେ ମନୋରଞ୍ଜନ ପ୍ରୀତିପଦ ହେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ହେବ ନାହିଁ କିନ୍ତୁ କ୍ଷତି ନ ହେଲେ ମଧ୍ୟ ବିଶେଷ ଲାଭ ହେବ ନାହିଁ ।

ମକର : ସମ୍ପର୍କୀୟଙ୍କ ବେଖାତିର ମନୋଭାବ ସାଙ୍ଗକୁ ମର୍ମଭେଦୀ ବାକ୍ୟବାଣରେ ଅତିଷ୍ଠ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅଧସ୍ତନଙ୍କୁ ଉପଯୁକ୍ତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ । ଆଣ୍ଠୁଗଣ୍ଠି ବାତଜନିତ କଷ୍ଟ ପାଇବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

କୁମ୍ଭ : ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ କଳହ ଦେଖାଦେଇ ପାରେ । ପରିସ୍ଥିତିରେ ପଡି ବନ୍ଧୁଙ୍କ ଆଗରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ । ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାପୂର୍ବରୁ ସମସ୍ୟା ଆସିପାରେ । ବନ୍ଧୁ ପରିଜନଙ୍କ ସହିତ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ ।

ମୀନ : ଆପଣଙ୍କ ଓଜନଦାର କଥାର ପ୍ରଭାବରେ ଆଜିର କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବାରୁ ଆନନ୍ଦିତ ରହିବେ । ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଦୀର୍ଘ ସମୟ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ବାରବାଟୀରେ ସେଲିବ୍ରିଟି କ୍ରିକେଟ

ଆଜି ବାରବାଟୀରେ ସେଲିବ୍ରିଟି କ୍ରିକେଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.