Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Sanchar Live by Sanchar Live
March 16, 2025
in ଜୀବନ ଶୈଳୀ
0
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ
0
SHARES
69
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ପ୍ରତିଷ୍ଠା, ପାରିବାରିକ ଶାନ୍ତି ସାଙ୍ଗକୁ ଅର୍ଥନୈତିକ ବିକାଶ ଘଟିବ । ମନ ବୁଝିଲାଭଳି କଥା କହି ଆକସ୍ମିକ ସମସ୍ୟାକୁ ନିୟନ୍ତ୍ରଣ କରିପାରିବେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା, ଚଳଚ୍ଚିତ୍ର, ମନୋରଞ୍ଜନ କ୍ଷେତ୍ରରେ ସୁଫଳ ମିଳିବ ।

ବୃଷ : ପ୍ରତ୍ୟେକ କାର୍ଯ୍ୟରେ ସିଦ୍ଧିଲାଭ ଅବଶ୍ୟମ୍ଭାବୀ । ବନ୍ଧୁବତ୍ସଳ, ବୌଦ୍ଧିକ ବିକାଶ ସହ ସାହାଯ୍ୟ ମନୋବୃତ୍ତି ଜାଗିବ । ଅଟକି ରହିଥିବା କାମ ସକାଶେ ପ୍ରତିକୂଳ ପରିସ୍ଥିତିର ଚାପ କମିଯିବ । ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି ।

ମିଥୁନ : କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ ପାଇବେ । ସତ୍‌ସଙ୍ଗ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନ ହେତୁ ମନ ଖୁସି ରହିବ । କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି ।

କର୍କଟ : ସ୍ୱାସ୍ଥ୍ୟରେ ଅବନତି ସାଙ୍ଗକୁ ଅର୍ଥସଂକଟ ଦେଖାଦେଇପାରେ । ପ୍ରେସ୍‌ ପବ୍ଳିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ସିଂହ : କାର୍ଯ୍ୟସିଦ୍ଧି ଘଟିଲେ ମଧ୍ୟ ମଙ୍ଗଳ ପ୍ରଭାବରେ କଳହର ଆଶଙ୍କା ରହିଛି । ନିୟନ୍ତ୍ରିତ ସ୍ୱାସ୍ଥ୍ୟ, ଆଲୋଚନାର ନିଷ୍ପତ୍ତି, ବନ୍ଧୁ ସମ୍ପର୍କ ଓ କର୍ମକ୍ଷେତ୍ର ନିରୁପଦ୍ରବ ରହିପାରେ । ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ ।

କନ୍ୟା : ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ସୁଦ୍ଧା ଟେନସନ ଲାଗିରହିବ । ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବା ସହ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି । ବନ୍ଧୁଙ୍କ ସହ ସାଧାରଣ ବଚସାରୁ ମନୋମାଳିନ୍ୟ ଘଟିପାରେ ।

ତୁଳା : ପ୍ରତ୍ୟେକ କ୍ଷେତ୍ରରେ ସିଦ୍ଧିଲାଭ ଘଟିବ । ସ୍ୱାସ୍ଥ୍ୟ ଭଲ ରହିବ କିନ୍ତୁ ପରିବାରରେ ମତାନ୍ତରର ସମ୍ଭାବନା ରହିଛି । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ପଦକ୍ଷେପ ଗ୍ରହଣ କରିପାରନ୍ତି । ଲେଖାପଢ଼ା, ଶିକ୍ଷା, ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଫଳପ୍ରଦ ହୋଇପାରେ ।

ବିଛା : କାର୍ଯ୍ୟହାନି, ଧନପ୍ରାପ୍ତିରେ ବାଧା ଓ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି । ପାରିବାରିକ ସମସ୍ୟା ହେତୁ ମନରେ ସରସତା ରହି ନ ପାରେ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ତଥାପି ଯାତ୍ରା, ଭ୍ରମଣ ପାଇଁ ମନ ବଳାଇପାରନ୍ତି ।

ଧନୁ : କାର୍ଯ୍ୟସାଧନ, ଅର୍ଥପ୍ରାପ୍ତିରେ ବାଧା ଉପୁଜିବ । ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ପାରିବାରିକ ଜୀବନରେ ତିକ୍ତତା ଦେଖା ଦେଇପାରେ ।

ମକର : ସ୍ୱାସ୍ଥ୍ୟରେ ଉନ୍ନତି ସାଙ୍ଗକୁ ଆବଶ୍ୟକତା ପୂରଣ ଦିଗରେ ଯତ୍ନଶୀଳ ହେବେ । ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ । ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରୁ ମନୋବଳ କ୍ରମଶଃ ବୃଦ୍ଧି ପାଇବ ।

କୁମ୍ଭ : ଆଜି ମାନସିକ ସ୍ଥିରତା ରହି ନ ପାରେ । ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ କଥା କଟାକଟି ଘଟିପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ଓ ସଭାସମିତିରେ ଯୋଗଦେଲେ ପ୍ରଶଂସିତ ହେବେ । ଆର୍ଥିକ ସ୍ଵଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି ।

ମୀନ : ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ । ସ୍ଵଗୃହରେ ଶନି ସ୍ୱାସ୍ଥ୍ୟକୁ ନିରାମୟ ରଖିବାରେ ସାହାଯ୍ୟ କରିବେ । ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ପାଇଁ ମନ ବଳାଇବେ । ଆତ୍ମୀୟସ୍ଵଜନ,ସ୍ତ୍ରୀ କିମ୍ବା ଭାଇଙ୍କ ସ୍ୱାସ୍ଥ୍ୟ ସକାଶେ କିମ୍ବା କଳହ ହେତୁ ଚିନ୍ତା କରିପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ତାତିରୁ ମିଳିବ ତ୍ରାହି, ରାଜ୍ୟରେ ୧୯ରୁ ବର୍ଷା ସମ୍ଭାବନା

ତାତିରୁ ମିଳିବ ତ୍ରାହି, ରାଜ୍ୟରେ ୧୯ରୁ ବର୍ଷା ସମ୍ଭାବନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.