Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
February 19, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ
0
SHARES
17
VIEWS
FacebookTwitter

ମେଷ : ପ୍ରତ୍ୟେକ ଦିଗ ସକାଶେ ଅନୁକୂଳ ରହିଲେ ମଧ୍ୟ ପାରିବାରିକ ସମସ୍ୟା ସମାଧାନ କରିପାରିବ ନାହିଁ । କାମ ହାସଲ ପରିପ୍ରେକ୍ଷୀରେ ସମ୍ପର୍କୀୟ ସୁହାଇଲା ଭଳି କଥା କହିବେ । ବ୍ୟବସାୟ, ପରିବହନ, ଆଇନ ଓ ରାଜନୈତିକ ସଂଗଠନର କାର୍ଯ୍ୟ ଭଲ ଚାଲିବ । ବନ୍ଧୁଙ୍କ ନିକଟରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି ।

ବୃଷ : ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ ହେବେ । ନିଜ ପରିବେଶରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ । ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ ।

ମିଥୁନ : ଆଜି ବିବାଦୀୟ ପରିସ୍ଥିତି ହେତୁ କିଛି ନୂତନ କାମ ପାଇଁ ମନରେ ଅସ୍ଥିରତା ସୃଷ୍ଟିର ଆଶଙ୍କା ରହିଛି । ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବା ଦିଗରେ ପାଖପଡୋଶୀ ସାହାଯ୍ୟ କରିପାରନ୍ତି । ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ ।

କର୍କଟ : ପାରିବାରିକ ଜୀବନ ପୂର୍ବଭଳି ରହିଲେ ମଧ୍ୟ ସମ୍ପର୍କୀୟଙ୍କ କାନକୁହା କଥା ବ୍ୟତିକ୍ରମ ସୃଷ୍ଟି କରିବ । ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ସାଂଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି ।

ସିଂହ : ଆଜି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ରହିପାରିବେ ନାହିଁ । ବନ୍ଧୁମାନଙ୍କ ପ୍ରାୟୋଜିତ ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେଇପାରେ । ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଟଙ୍କା ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

କନ୍ୟା : ଅଧିକାଂଶ ସମୟ ସମସ୍ୟାଗ୍ରସ୍ତ ରହିବା ହେତୁ ମନ ବିଚଳିତ ରହିବ । କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡା, ଚଳଚ୍ଚିତ୍ର ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । କୌଣସି ପରିିସ୍ଥିତିରେ ଭାଙ୍ଗିପଡ଼ନ୍ତୁ ନାହିଁ । ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର କ୍ରମଶଃ ହ୍ରାସ ପାଇବ ।

ତୁଳା : ଦୃଢ଼ ଇଚ୍ଛାଶକ୍ତି ସାଙ୍ଗକୁ ସାହସିକ ପଦକ୍ଷେପ ଅସମ୍ଭବକୁ ସମ୍ଭବ କରିବାରେ ସାହାଯ୍ୟ କରିବ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସବୁ ଠିକ୍‌ ହୋଇଯିବ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ଓ କାମ ହାସଲ କରିବେ । ପାଖ ପଡୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ ।

ବିଛା : ବହୁତ ଦିନରୁ ଚେଷ୍ଟା କରୁଥିବା କାମଟି ଜଣେ ସହକର୍ମୀଙ୍କ ଜରିଆରେ ଫଳବତୀ ହେବା ସୂଚନା ରହିଛି । ନିଜ ଲୋକଙ୍କ ସମସ୍ୟା ବିଷୟରେ ଦୁଶ୍ଚିନ୍ତା ବୃଦ୍ଧି ସମ୍ଭାବନା ରହିଛି । ଶିଳ୍ପ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ । ମନୋରଞ୍ଜନର ମଉକା ବିଶାଖା ନକ୍ଷତ୍ରର ଜୀବନ ଯାତ୍ରାକୁ ମଧୁମୟ କରିବ ।

ଧନୁ : ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ । ଅଫିସିଆଲି ଟେନସନ ଲାଗି ରହିବାରୁ ରକ୍ତଚାପ ବଢିପାରେ । ଧାରକରଜ କରି କାମ ତୁଲାଇ ନେବେ, କିନ୍ତୁ ସମ୍ପର୍କୀୟ ପାଖ ମାଡିବେ ନାହିଁ । ନିଜର ଦାୟିତ୍ୱହୀନ ମନ୍ତବ୍ୟର ପରିଣାମ ସ୍ବରୂପ ନିଜକୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡିବ ।

ମକର : ବନ୍ଧୁମାନେ ବିରୁଦ୍ଧାଚରଣ କଲେ ମଧ୍ୟ ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ । ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ । ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ । ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ ।

କୁମ୍ଭ : ଆଜି ଘରକୁ ଫେରିବା ରାସ୍ତାରେ ବନ୍ଧୁଟିଏ ଭେଟି କୌଣସି ସାହାଯ୍ୟ ଭିକ୍ଷା କରିପାରନ୍ତି । ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି । ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖାଯାଇଥିବା ଅର୍ଥ ଅନ୍ୟ ଦିଗରେ ବିନିଯୋଗ କରିବାକୁ ବାଧ୍ୟ ହେବେ ।

ମୀନ : ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା ସମସ୍ୟା ସମାଧାନ କରିବାରେ ସାହାଯ୍ୟ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ । ଦୂରଯାତ୍ରାରେ ଦୀର୍ଘ ଦିନର ଅଭିଳାଷ ଅବଶ୍ୟ ପୂରଣ ହୋଇଯିବ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.