Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Sanchar Live by Sanchar Live
March 19, 2025
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
55
VIEWS
FacebookTwitter

ମେଷ : ମନକୁ ଖୁସିରେ ରଖିବେ ଏବଂ କଅଁଳ କଥା କହି କାମ ହାସଲ କରିବେ । ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟକ୍ଷେତ୍ରରେ ସୁଫଳ ମିଳିବ । ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ଉନ୍ନତୀକରଣ କରିପାରିବେ । ସଭା ସମିତିରୁ ଉପକୃତ ହେବେ । ଟେନ୍‌ସନ ଲାଗିରହିବ ।

ବୃଷ : ବହୁତ ଦିନହେଲା ହୋଇପାରିନି ଯାହା ତାହା ଆଜି ଆକସ୍ମିକ ଭାବରେ ହୋଇଯିବ । ଆଜି ଆପଣ ଉନ୍ନତ ଚିନ୍ତା ପ୍ରଦାନ କରି କାମହାସଲ ସକାଶେ ଅନୁପ୍ରେରିତ କରିବେ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତାରେ ଆନନ୍ଦିତ ହେବେ ।

ମିଥୁନ : ବିବାଦୀୟ ଘଟଣାରେ ନ ପଶିବା ଭଲ ହେବ । ସମ୍ମୁଖରେ ଆପଣଙ୍କୁ କିଏ କିଛି ସିନା କହିବେ ନାହିଁ ପଛରେ ବହୁତ ସମାଲୋଚନା କରିବେ । କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ, ଯାହାକି ସ୍ବାସ୍ଥ୍ୟହାନିର କାରଣ ହୋଇପାରେ । ପରିବାରରେ ସମସ୍ୟା ସମାଧାନ କରିବାରେ ସଫଳତା ହାସଲ କରିବେ ।

କର୍କଟ : ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ଘଟିବ । ଯାତ୍ରା, ବିବାଦ, ଗୃହାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମ ଆଶଙ୍କା ରହିଛି ।ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହେବ । ଆଜିର କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ । ପରିବାର କିମ୍ବା ବନ୍ଧୁମାନଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିଯିବ ।

ସିଂହ : ଆଜି ପାରିବାରିକ ସ୍ଥିତିକୁ ସଜାଡିବେ । ଆଲୋଚନା କ୍ଷେତ୍ରରେ କଡ଼ା ଭାଷାର ପରିଣାମ ଭୋଗିବାକୁ ପଡ଼ିପାରେ । ଶତ୍ରୁତା କରୁଥିବା ଲୋକେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ରାଜନୀତି, ସଂଗଠନ, ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇବେ ।

କନ୍ୟା : ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ଲାଭରେ ସହାୟକ ହେବ । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ବ୍ୟବସାୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ । ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ହେଳା କରିବେ ନାହିଁ ।

ତୁଳା : ସ୍ବାସ୍ଥ୍ୟ ପ୍ରତି ସଚେତନତା ରହିବା ଭଲ । ଆଜି ଆପଣଙ୍କୁ ବିଭିନ୍ନ ସୂତ୍ରରୁ ଅର୍ଥଲାଭ ହେବ ଏବଂ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରିପାରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବଢ଼ିଯାଇପାରେ ।

ବିଛା : ସମସ୍ୟା ଭିତରେ ଅଣନିଃଶ୍ୱାସୀ ହୋଇପାରନ୍ତି । ଆଜି କେତେକ କ୍ଷେତ୍ରରେ ସମସ୍ୟା ସମାଧାନଜନିତ ଟେନ୍ସନ ଲାଗି ରହିବ । ସାହିତ୍ୟ ଚର୍ଚ୍ଚା, ସଭାସମିତି ଓ ସାମ୍ବାଦିକତା, ଗବେଷଣା, ଅନୁସନ୍ଧାନ, କୃଷି ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ଶତ୍ରୁତା କାରଣରୁ ସୁଯୋଗ ହରାଇବେ ।

ଧନୁ : କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ବନ୍ଧୁ କିମ୍ବା ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ହୋଇପାରିବ । ପ୍ରତିଯୋଗିତାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ଧନିଷ୍ଠା ନକ୍ଷତ୍ର ପାଇଁ ବିପରୀତ ଫଳ ମିଳିବ ।

ମକର : ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହ ମତାନ୍ତର ଅଶାନ୍ତି ସୃଷ୍ଟି କରିପାରେ । ପୁରାତନ ରୋଗର ପୀଡା ସାମାନ୍ୟ ଅନୁଭବ କଲେ ମଧ୍ୟ ବିଶେଷ ଅସୁବିଧା ନ ହୋଇପାରେ । ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପରିବାରରେ ଆର୍ଥିକ ପରିସ୍ଥିତି ପୂର୍ବପରି ଦୁଶ୍ଚିନ୍ତାକୁ ବୃଦ୍ଧି କରିବ ।

କୁମ୍ଭ : ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ପରିବାରର ଖର୍ଚ୍ଚ ଭାର ବଢ଼ି ଯିବା କାରଣରୁ ଆବଶ୍ୟକତା ପୂରଣ ସକାଶେ ଚିନ୍ତିତ ରହିବେ । ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରିପାରନ୍ତି । କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ ।

ମୀନ : ସନ୍ତାନଙ୍କ ସମସ୍ୟାକୁ ବହୁଗୁଣିତ ହୋଇପାରେ । ଆଜି ଯେଉଁଠି ଯାହା କହିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇ ପଡ଼ିବ । ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେକରିବେ । ନୀଚ୍ଚ ସଂସର୍ଗରୁ ଦୂରେଇ ନ ରହିଲେ ଅନୁତାପ ପାଇଁ ସମୟ ପାଇବେ ନାହିଁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.