Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ବଦଳି ଯିବ କି ଆପଣଙ୍କ ଭାଗ୍ୟ, ନଜର ପକାନ୍ତୁ ଆଜିର ରାଶିଫଳ ଉପରେ

Sanchar Live by Sanchar Live
December 2, 2024
in ଜୀବନ ଶୈଳୀ
0
ଜାଣି ରଖନ୍ତୁ କେମିତି କଟିବ ଆପଣଙ୍କ ଦିନ
0
SHARES
33
VIEWS
FacebookTwitter

ମେଷ : ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଯାତ୍ରା ସମୟରେ ଦବ୍ର୍ୟ ନଷ୍ଟହେବାରୁ ଅନ୍ୟ ଉପରେ ରାଗି ପାରନ୍ତି । କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି ଓ ସଙ୍ଗଠନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ବୃଷ : ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ । ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି । ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି ।

ମିଥୁନ : ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହେବେ । ଆଜିର ଯାତ୍ରାରେ ସଫଳତା ମିଳିବ ଓ ଅଭିଳଷିତ ଜିନିଷ ପାଇବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପଡ଼ୋଶୀ କ୍ରୋଧ କରିପାରନ୍ତି । ପ୍ରକାଶନ, ପ୍ରଶାସନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ ।

କର୍କଟ : ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ । ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ । ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି ।

ସିଂହ : ନିଜ ଲୋକଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ପାଇବେ । ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

କନ୍ୟା : ଆଜି ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝାମେଲା ମଧ୍ୟରେ ସମ୍ପନ୍ନ ହେବ । ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି ।

ତୁଳା : ଆଜି ଆପଣ ଖଳଲୋକଙ୍କ କଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରିବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି , ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ । କଚେରି ମାମଲାରେ ବିଜୟପ୍ରାପ୍ତି ଯୋଗରହିଛି ।

ବିଛା : ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ଆଜି ନିଜ ଲୋକଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି ।

ଧନୁ : ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି । ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନଚେତ ହଜିଯିବା ସମ୍ଭାବନା ରହିଛି ।

ମକର : ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କର୍ମକ୍ଷେତ୍ରକୁ ମନ ଲାଗିବ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ । କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ ।

କୁମ୍ଭ : ଆଜି ଆପଣ କୌଣସି କଥାକୁ ନେଇ ବହୁତ ଚିନ୍ତାରେ ରହିବେ । ବ୍ୟବସାୟ , ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ ।

ମୀନ : ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ସହ ଝଗଡା ହୋଇପାରେ । ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍‌ ହେବେ । ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଉତ୍ତରପ୍ରଦେଶରୁ ଆସିଲା ଓଡ଼ିଶାରେ ପହଁଚିଲା ଆଳୁ

ଉତ୍ତରପ୍ରଦେଶରୁ ଆସିଲା ଓଡ଼ିଶାରେ ପହଁଚିଲା ଆଳୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.