Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି ?

Sanchar Live by Sanchar Live
November 20, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି ?
0
SHARES
32
VIEWS
FacebookTwitter

ମେଷ: ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ।

ବୃଷ: ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା। ‌

ମିଥୁନ: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ।

କର୍କଟ: ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟ‌ାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ।

ସିଂହ: କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ।

କନ୍ୟା: ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ।

ତୁଳା: ଅଫିସ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ।

ବିଛା: ଜୀବନସାଥୀଙ୍କୁ କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟରେ କାମରେ ଦୂରସ୍ଥାନକୁ ଯିବେ।

ଧନୁ: ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ।

ମକର: କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କୁ ଲାଗି ଦିନଟି ଭଲ।

କୁମ୍ଭ: ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡ଼ାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।

ମୀନ: କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ମହାରାଷ୍ଟ୍ରରେ ଚାଲିଛି ମତଦାନ

ମହାରାଷ୍ଟ୍ରରେ ଚାଲିଛି ମତଦାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.