Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜିର ରାଶିଫଳ

Sanchar Live by Sanchar Live
December 20, 2024
in ଜୀବନ ଶୈଳୀ
0
ଆଜି ପୁରୁଣା ସାଙ୍ଗଙ୍କ ସହ ଭେଟ ହେବ, ମନ ପ୍ରସନ୍ନ ରହିବ, ଆଜିର ରାଶିଫଳ
0
SHARES
35
VIEWS
FacebookTwitter

ମେଷ : ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କ ଲାଗି ଦିନଟି ବହୁତ ଭଲ । ବ୍ୟବସାୟୀଙ୍କୁ ନୂଆ ସଫଳତା ମିଳିପାରେ । କାହାରି ମାମଲାରେ ଦଖଲ ଦିଅନ୍ତୁ ନାହିଁ ।ବହୁ ଦିନର ଆଶା ପୂରଣ ହେବ ।

ବୃଷ : ସମସ୍ୟାର ସମାଧାନ ପାଇଁ ମାର୍ଗ ଖୋଜିନେବେ । ଅନ୍ୟମାନଙ୍କୁ ନିଜ କଥାରେ ଆକର୍ଷିତ କରିବେ । ଜୀବନସାଥୀ ଠାରୁ ମନ ପସନ୍ଦର ଉପହାର ପାଇବେ । ‌ରାଜନୀତିରେ ସଫଳତା ପାଇବେ ।

ମିଥୁନ : ପୂଜାପାଠରେ ସମୟ ବିତିବ । ଜମିରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ ।ପୁରୁଣା ବନ୍ଧୁ ଆପଣଙ୍କ ସହ ମିଶିବାକୁ ଆସିବେ । ନୂଆ କାମ କରନ୍ତୁ ଆପଣଙ୍କ ଲାଭଦାୟକ ରହିବ ।

କର୍କଟ : ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ସବୁ କାମ ସରଳତାପୂର୍ବକ ପୂରା ହେବ । ଦମ୍ପତ୍ୟ ଜୀବନରେ ଖୁସି ପାଇବେ । କ୍ୟାରିୟର ସମ୍ବନ୍ଧରେ ନୂଆ ଅବସର ପାଇବେ । ବ୍ୟବସାୟୀଙ୍କ ଲାଗି ସମୟ ଉତ୍ତମ ।

ସିଂହ : କୋର୍ଟ କଚେରି ମାମଲାରେ ଭଲ ଖବର ପାଇବେ । ପ୍ରେମିକ ପ୍ରେମିକାଙ୍କ ଲାଗି ବହୁତ ଭଲ ଦିନଟିଏ । ମନରେ ନୂଆ ନୂଆ ବିଚାର ସମାବେଶ ହେବ । ଚାକିରିଆ ଆଗକୁ ବଢ଼ିବାର ସୁଯୋଗ ପାଇବେ ।

କନ୍ୟା : ଆଜି ଜଟିଳ ପ୍ରଶ୍ନର ଉତ୍ତର ପାଇଯିବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ନୂଆ କାମ କରିବା ପାଇଁ ନୂଆ ନିୟମ ଉପରେ ବିଚାର କରିବେ । ଆପଣ ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ତୁଳା : ଆପଣଙ୍କର କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ । କାର୍ଯ୍ୟକ୍ଷେତ୍ରରେ କିଛି ଲୋକଙ୍କ ପ୍ରତି ସତର୍କ ରହନ୍ତୁ । ଆର୍ଥିକ ରୂପେ ପ୍ରଗତି ହେବ । ଆପଣଙ୍କ ବ୍ୟକ୍ତିତ୍ବ ଲୋକମାନଙ୍କ ମଧ୍ୟରେ ଭଲ ସୃଷ୍ଟି ହେବ ।

ବିଛା : ଆପଣଙ୍କର ଆକର୍ଷକ ଓ ଚୁମ୍ବକୀୟ ବ୍ୟକ୍ତିତ୍ବ କୌଣସି ଲୋକଙ୍କ ଧ୍ୟାନ ଆପଣଙ୍କ ଆଡ଼କୁ ଟାଣିବ । ସନ୍ତାନ ପକ୍ଷରୁ ସୁଖଦ ଖବର ପାଇବେ । ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ ।

ଧନୁ : ପରିବାରରେ ଉତ୍ସାହ ବଜାୟ ରହିବ । କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ । କୌଣସି ସହକର୍ମୀଙ୍କ ସହ ବନ୍ଧୁତା ହେବ । ଛାତ୍ରଛାତ୍ରୀ ଅଧ୍ୟୟନରେ ଭଲ ପରିଣାମ ପାଇବେ । ପ୍ରେମ ଜୀବନ ଭଲ ରହିବ ।

ମକର : ବ୍ୟବସାୟରେ ଉନ୍ନତି ଲାଗି ନୂଆ ମାର୍ଗ ଖୋଲିବ । ଆପଣଙ୍କର ପଦୋନ୍ନତିର ସୁଯୋଗ ବଢ଼ିବ । ବନ୍ଧୁମାନଙ୍କ ସହ ସମ୍ବନ୍ଧ ମଜଭୁତ ହେବ । ଅଫିସରେ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ ଖୁସି ରହିବେ ।

କୁମ୍ଭ : ଆପଣଙ୍କ ଭିତରେ ସକାରାତ୍ମକତା ଆସିବ । ନୂଆ କାମ କରିବା ପାଇଁ ଭାବିବେ । ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ । ବେପାରୀଙ୍କ ଲାଗି ସମୟ ଭଲ । ମହିଳାମାନଙ୍କ ଲାଗି ଦିନଟି ମହତ୍ବପୂର୍ଣ୍ଣ ରହିବ ।

ମୀନ : ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ । ଜୀବନସାଥୀ ସହିତ ସମ୍ବନ୍ଧ ମଧୁର ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ । ବାଣୀ ଓ ବ୍ୟବହାରରେ ମଧୁରତା ଆଣିବେ । ନୂଆ କଥା କିଛି ଜାଣି ପାରିବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.