Wednesday, October 1, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ସବୁ ରାଶିର ଲୋକଙ୍କୁ ମିଳିବ ଖୁସି ଖବର

Sanchar Live by Sanchar Live
March 19, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ହେବ
0
SHARES
57
VIEWS
FacebookTwitter

ମେଷ : ସକାଳୁ ବନ୍ଧୁଙ୍କ ସମ୍ପର୍କରେ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ । କର୍ମକ୍ଷେତ୍ରକୁ ଯିବା ବାଟରେ ଅଜଣା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି । ଆଲୋଚନା ପରିସରରେ କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ । ଆଜିର ଭ୍ରମଣ ରାଜନୀତି, ପ୍ରଶାସନ, ସାହିତ୍ୟ ଓ ସଙ୍ଗଠନ ପାଇଁ ଭଲ ।

ବୃଷ : ପୂର୍ବରୁ ଯଦି କିଛି ସମସ୍ୟା ରହିଥାଏ ତାହା ମଧ୍ୟ ଅପରାହ୍ନରେ ସୁଧୁରିଯିବ । ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜିନିଷ କିଣାବିକା, ସବୁ କିଛି ପାଇଁ ଭଲ । କିନ୍ତୁ ପଡ଼ୋଶୀ, ସହକର୍ମୀଙ୍କ କାମରେ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି ।

ମିଥୁନ : ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ । ବନ୍ଧୁବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ, ଏଣୁ ବୁଝିବିଚାରି କାମ କରନ୍ତୁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

କର୍କଟ : ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଲଢ଼େଇ ଜାରି ରଖିବାକୁ ପଡ଼ିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ବ୍ୟବସାୟ କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଅଶାନ୍ତି ଲାଗିରହିବ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଚିନ୍ତିତ ରହିପାରନ୍ତି ।

ସିଂହ : ବିଳମ୍ବରେ କାମ ସମ୍ପନ୍ନ ହେଉଥିବାରୁ ଆଜିର ପରିସ୍ଥିତିରେ ଧୈର୍ଯ୍ୟଚ୍ୟୁତି ଘଟିପାରେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ । ଭୁଲ୍‌ ବୁଝାମଣା କାରଣରୁ ଘରୋଇ କଳହକୁ ନେଇ ଅଶାନ୍ତି ଦେଖାଦେଇପାରେ । ଆନୁଷ୍ଠାନିକ କାମରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ ।

କନ୍ୟା : କର୍ମକ୍ଷେତ୍ରରେ ନୂଆ କାମ ହାତକୁ ନେଇ ଏହାକୁ ଆଗେଇନେବେ । ଦେହ ଭଲ ରହିବ, ମାତ୍ର ସାମୟିକ ଦୁର୍ବଳତାଜନିତ କ୍ଲାନ୍ତିବୋଧ କରିବେ । ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ ହାତ ମିଳାଇ କାମ କରିପାରନ୍ତି । ପରିବାର ମଧ୍ୟରେ ପରସ୍ପରକୁ ଦୋଷ ଦେଇ ଅଶାନ୍ତି ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି ।

ତୁଳା : କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ । ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ସାମାଜିକ ସ୍ତରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ବ୍ୟବସାୟ, ପରିବହନ, ରାଜନୀତି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ ।

ବିଛା : ଯେତେ ଚୁପ୍‌ ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ । ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ । ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ ।

ଧନୁ : କର୍ମକ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ । ନିଜ ଲୋକଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ । ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ । ନିଜ ଆଶା ଅନୁଯାୟୀ କାମରେ ପ୍ରବୃତ୍ତ ରହିଲେ ସଫଳତା ପାଇବେ ।

ମକର : ଆଜିର ଆନୁଷ୍ଠାନିକ କାମରେ ସମ୍ପର୍କୀୟଙ୍କ ସାହାଯ୍ୟ ଅବଶ୍ୟ ମିଳିବ । ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳିନେବେ । ଆଗାମୀ ମଙ୍ଗଳୋସତ୍ବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । କୌଣସି ବ୍ୟକ୍ତିଙ୍କ ସରଳକଥାକୁ ଆଧାରକରି ଖୁବ୍‌ ଆଶାବାଦୀ ହେବେ ।

କୁମ୍ଭ : ପରିବାର ମଧ୍ୟରେ ଯେତେ ପ୍ରକାର ମନ ନେଇ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ବୁଝାମଣାରେ ଅଗ୍ରଗତି ସହ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।

ମୀନ : ସାମାଜିକ ସ୍ତରରେ ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ହୋଇପାରନ୍ତି । ଫେରିବା ରାସ୍ତାରେ ଅପରିଚିତ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କାରଣରୁ ବ୍ୟସ୍ତତା ବୃଦ୍ଧିପାଇବ । କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ସାମୟିକ ଶାରୀରିକ ଅସୁସ୍ଥତା ମାନସିକ ଅଶାନ୍ତି ସୃଷ୍ଟି କରିପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଗୁରୁବାରରେ ପଢନ୍ତୁ ସାଇବାବା ଙ୍କ ଦିବ୍ୟ ଲୀଳା

ଗୁରୁବାରରେ ପଢନ୍ତୁ ସାଇବାବା ଙ୍କ ଦିବ୍ୟ ଲୀଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.